ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଡିସିଜିଆଇରେ କଲା ଆବେଦନ: ଜରୁରୀକାଳୀନ ସ୍ଥିତିରେ ଦିଆଯିବ କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ବ୍ରିଟିଶ୍‌ ଡ୍ରଗ୍‌ ନିର୍ମାତା ଆଷ୍ଟ୍ରାଜେନିକା ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ ହୋଇଥିବା କରୋନା ଟିକା କୋଭିଶିଲ୍ଡର ପ୍ରୟୋଗ କରାଯିବ ଲାଗି ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)ର ମଞ୍ଜୁରୀ ଲୋଡ଼ାଯାଇଛି। କୋଭିଶିଲ୍ଡର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ୍‌ ପାଇଁ ଭାରତୀୟ ମେଡ଼ିକାଲ ଗବେଷଣା ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଇଛି। ଭାରତରେ ଜରୁରୀକାଳୀନ ସ୍ଥିତିରେ ଟିକା ଉପଲବ୍ଧ କରାଇବା ପାଇଁ ଡିସିଜିଆଇର ମଞ୍ଜୁରୀ ମିଳିଲେ ପରବର୍ତ୍ତୀ ସମୟରେ କୋଭିଶିଲ୍ଡର ଟିକାକରଣ ଆରମ୍ଭ ହେବ। କୋଭିଶିଲ୍ଡ ଗୁରୁତର କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ବେଶ୍‌ ପ୍ରଭାବଶାଳୀ ବୋଲି ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଟିକାର ପରୀକ୍ଷା ବ୍ରିଟେନ୍‌ ଏବଂ ବ୍ରାଜିଲ୍‌ରେ ମଧ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?