ସର୍ଭିସ ରୋଡ ଉପରେ ରଖାଯାଇଛି ପିଚୁ ପକା ମେସିନ :ଯାତାୟାତରେ ବାଧା

ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି। ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ ରହିଥିବାରୁ ଯାନବାହାନ ସହିତ ୨ଚକିଆ ୪ଚକିଆ ଓ ସାଧାରଣ ଲୋକେ ସର୍ଭିସ ରୋଡ ଉପରେ ନିର୍ଭର କରୁଛନ୍ତି । ହେଲେ ରାସ୍ତା ମରାମତି ନାମରେ ବ୍ୟସ୍ତବହୁଳ କଳିଙ୍ଗ ଛକ ନିକଟରେ ଆଜକୁ ୩ଦିନ ହେବ ରାସ୍ତା ଅବରୋଧ କରି ୨ଟି ଗାଡ଼ି ଛିଡ଼ା ହୋଇ ରହିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହେବା ସହିତ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଛି । ତୁରନ୍ତ ଏହି ସମ୍ବେଦନଶୀଳ ଜାଗାରୁ ଗାଡ଼ି ଗୁଡ଼ିକୁ ହଟାଇବା ପାଇଁ ଦାବି ହେଉଛି। ଏଠାରେ ସୂଚନାଯୋଗ୍ୟ ଏହି ସ୍ଥାନରେ ୨ଟି ବ୍ୟାଙ୍କ, ୪ଟି ଏ ଟି ଏ ମ ଓ ବହୁ ବାଣିଜ୍ୟ କେନ୍ଦ୍ର ରହିଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri