ଅକ୍ଟୋବର ସର୍ଭିସ ସେକ୍ଟରରେ ଉନ୍ନତି

ମୁମ୍ବାଇ: ଗତ ୮ ମାସରେ ଦେଶର ସର୍ଭିସ ସେକ୍ଟରରେ ପ୍ରଥମ ଥର ଲାଗି ଉନ୍ନତି ପରିଲକ୍ଷିତ ହୋଇଛି। ଚାହିଦା ବଢିବା ଯୋଗୁ ଏଭଳି ସ୍ଥିତି ସାମ୍ନାକୁ ଆସିଛି। ମାତ୍ର କରୋନା କବଳରୁ ବଜାର ସମ୍ପୂର୍ଣ୍ଣ ଭାବେ ମୁକୁଳିବାକୁ ସକ୍ଷମ ହୋଇ ନ ଥିବାରୁ ନିଯୁକ୍ତି ଉପରେ ଏହାର ପ୍ରଭାବ ଜାରି ରହିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଦେଶର ମାନୁଫାକଚରିଂ କ୍ଷେତ୍ର ଅଭିବୃଦ୍ଧି ଦଶନ୍ଧିର ସବୁଠାରୁ ଦ୍ରୁତ ସ୍ତରରେ ରହିଛି ବୋଲି ଏକ ଡାଟା ପ୍ରକାଶ ପାଇଥିଲା। କରୋନା ଦ୍ୱାରା କ୍ଷତିଗ୍ରସ୍ତ ଭାରତୀୟ ବଜାର ବର୍ତ୍ତମାନ ସୁଧାର ପଥରେ ରହିଛି। ନିକେଇ ଏବଂ ଆଏଚ୍‌ଏସ୍‌ ମାର୍କିଟ ସର୍ଭିସ ପରଚେଜିଂ ମ୍ୟାନେଜର୍ସ ସୂଚକାଙ୍କ ଅକ୍ଟୋବରରେ ୫୪.୧%କୁ ବୃଦ୍ଧି ଘଟିଛି। ସେପ୍ଟେମ୍ବରରେ ଏହା ୪୯.୮% ସ୍ତରରେ ରହିଥିଲା। ଅକ୍ଟୋବର ପରଠାରୁ ଏହି ସୂଚକାଙ୍କ ସର୍ବୋଚ୍ଚ ସ୍ତରରେ ରହିଛି। ସୂଚକାଙ୍କ ୫୦% ସ୍ତର ଉଚ୍ଚରେ ରହିଲେ ସେବା କ୍ଷେତ୍ର କାର୍ଯ୍ୟକଳାପ ଉନ୍ନତ ସ୍ତରରେ ରହିବ ବୋଲି ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri