ରୁଷିଆ-ୟୁକ୍ରେନ ବାର୍ତ୍ତାକୁ ଝଟ୍‌କା, ଦେଶଦ୍ରୋହ ଅଭିଯୋଗରେ ୟୁକ୍ରେନ ବୁଝାମଣାକାରୀ ଡେନିସ କ୍ରିଭଙ୍କୁ ହତ୍ୟା!

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୧ ଦିନ ପୂରଣ ହୋଇଛି । ହେଲେ ଉଭୟ ଦେଶ ମଧ୍ୟରେ ବାର୍ତ୍ତାଳାପ ପରେ ଶାନ୍ତିରେ ସମସ୍ୟାର ସମାଧାନ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ଏପର୍ଯ୍ୟନ୍ତ ଏହାର କୌଣସି ସମାଧାନ ବାହାରି ପାରିନାହିଁ । ହେଲେ ଇତିମଧ୍ୟରେ ହୋଇଥିବା ବାର୍ତ୍ତାରେ ୟୁକ୍ରେନର ସଦସ୍ୟ ଥିବା ଡେନିସ କ୍ରିଭଙ୍କୁ ଦେଶଦ୍ରୋହ ଅଭିଯୋଗରେ ହତ୍ୟା କରାଯାଇଥିବା ଜଣାପଡିଛି । ଡେନିସଙ୍କୁ ୟୁକ୍ରେନ୍ ସେନା ଗୁଳିକରି ହତ୍ୟା କରିଥିବା କୁହାଯାଉଛି । ରୁଷିଆ-ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧକୁ ନେଇ ଦୁଇ ଦେଶ ମଧ୍ୟରେ ଦୁଇଥର ବାର୍ତ୍ତାଳାପ ସରିଲାଣି । ହେଲେ ଏପର୍ଯ୍ୟନ୍ତ ଏହାର କୌଣସି ନିଷ୍କର୍ଷ ବାହାରି ନାହିଁ । ୟୁକ୍ରେନ ପକ୍ଷରୁ ଯେଉଁ ସଦସ୍ୟମାନେ ରୁଷିଆ ସହ ବାର୍ତ୍ତାଳାପ କରୁଥିଲେ ସେମାନଙ୍କ ମଧ୍ୟରେ ଡେନିସ ଥିଲେ ଜଣେ ସଦସ୍ୟ । ସୂଚନାଯୋଗ୍ୟ, ଉଭୟ ଦେଶ ମଧ୍ୟରେ ସୋମବାର ପୁଣିଥରେ କଥାବାର୍ତ୍ତା ହେବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?