ସେବାୟତଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ: ସାନିଟାଇଜ୍‌ ହେବ ପୁରୀ ସହର

ପୁରୀ ଅଫିସ, ୨୪।୬: ଦ୍ୱିତୀୟ ଥର ଲାଗି ଶ୍ରୀମନ୍ଦିର ସେବାୟତଙ୍କର କରୋନା ଟେଷ୍ଟ ହେବ। ଆସନ୍ତା ୨୮ ତାରିଖ ରଥ ଦକ୍ଷିଣ ମୋଡ଼ ପୂର୍ବରୁ ଏହି ଟେଷ୍ଟ ପ୍ରକ୍ରିୟା ଶେଷ ହେବ। ଯେଉଁମାନଙ୍କର ରିପୋର୍ଟ ନେଗେଟିଭ୍‌ ବାହାରିବ ସେମାନଙ୍କୁ ବାହୁଡ଼ା ଯାତ୍ରା ସମେତ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସେବା ଓ ନୀତିକାନ୍ତିରେ ସାମିଲ କରାଯିବ। ସେବାୟତଙ୍କ ବ୍ୟତିତ ପୋଲିସ ଏବଂ ସଫେଇ କର୍ମଚାରୀଙ୍କର ମଧ୍ୟ କୋଭିଡ୍‌ ଟେଷ୍ଟ କରାଯିବ। ରଥଯାତ୍ରାରେ ସାମିଲ ୫ ହଜାର ବ୍ୟକ୍ତିଙ୍କର ଏହି ଟେଷ୍ଟ କରାଯିବ। ଏତ ଧବାର ପୁରୀ ଶର୍କିଟ ହାଉସରେ ଅନୁଷ୍ଠି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୂତାବକ କରୋନା ସଂକ୍ରମମଣ ଯେପରି ନ ବ୍ୟାପିବ ତାହାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପରିଚାଳନା କମିଟି ଉପାଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ପ୍ରଶାସନ ଡ. କ୍ରିଷନ କୁମାର, ଜିଲାପାଳ ବଲଓ୍ବନ୍ତ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri