ଫ୍ରାନ୍ସରେ ବିସ୍ଫୋରଣ: ୭ ମୃତ

ପ୍ୟାରିସ୍‌,୧୬ା୨: ଦକ୍ଷିଣ ଫ୍ରାନ୍ସର ଏକ ଆପାର୍ଟମେଣ୍ଟ ବିଲ୍ଡିଂରେ ବିସ୍ଫୋରଣ ଓ ଅଗ୍ନିକାଣ୍ଡରେ ୨ ପିଲାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ଘଟିଛି ଓ ଅନ୍ୟ ୨ ଜଣ ନିଖୋଜ ଅଛନ୍ତି। ବିସ୍ଫୋରଣରେ ୩୦ ଜଣ ଆହତ ହୋଇଛନ୍ତି କିମ୍ବା ମାନସିକ ଆଘାତ ପାଇଛନ୍ତ ବୋଲି ଘଟଣାସ୍ଥଳ ପରିଦର୍ଶନ କରିଥିବା ଆଭ୍ୟନ୍ତରୀଣ ମନ୍ତ୍ରୀ ଗେରାଲ୍ଡ ଡର୍ମାନିନ୍‌ କହିଛନ୍ତି। ସେଣ୍ଟ ଲାଉରେଣ୍ଟ-ଡି-ଲା-ସାଲାଙ୍କ ସହରରେ ସୋମବାର ରାତି ୨ଟାରେ ଏହି ବିସ୍ଫୋରଣ ହୋଇଥିଲା। ଉକ୍ତ ଦୁଇ ମହଲା ବିଲ୍ଡିଂର ତଳ ମହଲାରେ ବିସ୍ଫୋରଣ ହେବା ପରେ ପାଖ ବିଲ୍ଡିଂକୁ ନିଆଁ ବ୍ୟାପିଯାଇଥିଲା। ବିସ୍ଫୋରଣର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ନିରୀହ ଲୋକଙ୍କ ଉପରେ ଆଖିବୁଜା ଗୁଳି ବର୍ଷା

ମ୍ୟାନମାର୍‌,୨୭।୩: ମ୍ୟାନମାର୍‌ରେ ସୈନ୍ୟବାହିନୀ କ୍ଷମତା ଦଖଲ କରିବା ପରେ ସଙ୍କଟ ଧୀରେଧୀରେ ବଢ଼ିବାରେ ଲାଗିଛି। ଶନିବାର ସୈନ୍ୟ ବାହିନୀଙ୍କ ଆଖିବୁଜା ଗୁଳିମାଡ଼ରେ ୫୦ ଜଣ ନିରୀହ...

ଅଧିକ ଚାପରେ ଏବର ମଧ୍ୟବୟସ୍କ

ନ୍ୟୁୟର୍କ: ୧୯୯୦ ଅପେକ୍ଷା ବର୍ତ୍ତମାନର ମଧ୍ୟ ବୟସ୍କମାନେ ଅଧିକ ଚାପରେ ରହୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଏପରିକି କୋଭିଡ୍‌-୧୯ ଆରମ୍ଭ ହେବା ପୂର୍ବରୁ ଏଭଳି ସ୍ଥିତି...

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

କ୍ଷମତା ଦଖଲ ପାଇଁ ବାଇଡେନ ପ୍ରସ୍ତୁତ: ପରାଜୟ ସ୍ବୀକାର କରିବାକୁ ଅରାଜି ଟ୍ରମ୍ପ୍‌

ଓ୍ବାଶିଂଟନ,୫।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ ଏବେ କ୍ଷମତା ଦଖଲ ମୁହାଁ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ...

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...

ପ୍ଲାଷ୍ଟିକ୍‌କୁ ନଷ୍ଟ କରିପାରିବ ଅତିବାଇଗଣି ରଶ୍ମି

ଲଣ୍ଡନ, ୬ା୭: ପରିବେଶ ସୁରକ୍ଷା ପ୍ରତି ବଡ଼ ବିପଦ ହୋଇ ଉଭା ହୋଇଥିବା ପ୍ଲାଷ୍ଟିକ୍‌ର ବ୍ୟବହାର ରୋକିବା ଏବଂ ଏହାର ବିକଳ୍ପ ଚିନ୍ତା କରାଯାଉଥିବାବେଳେ ବ୍ରିଟେନ...

ଶ୍ରୀଲଙ୍କାରେ ଡ୍ରାଗନ ସୈନ୍ୟ…

କଲମ୍ବୋ,୫।୭: ଭାରତ ପାଇଁ ସମସ୍ୟା ସୃଷ୍ଟି କରିବା ଲାଗି ଚାଇନା ଉଦ୍ୟମ ଅବ୍ୟାହତ ରଖିଛି। ପୂର୍ବରୁ ପାକିସ୍ତାନରେ ଡ୍ରାଗନ ସୈନ୍ୟ ନିଜର ସଂଖ୍ୟା ବୃଦ୍ଧି କରିସାରିଛି।...

ଜନବସତି ଉପରେ ୨୩ ରକେଟ ମାଡ଼

କାବୁଲ୍‌,୨୧।୧୧: ଆଫଗାନିସ୍ତାନରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। କାବୁଲର ଓ୍ବଜିର ଆକବର ଖାଁ ଏବଂ ଶହର-ଇ-ନଓ୍ବା ଅଞ୍ଚଳରେ ଜନବସତି ଉପରେ ଆତଙ୍କବାଦୀମାନେ ୨୩...

Advertisement
Archives

Model This Week