Posted inଜାତୀୟ

ପିକ୍‌ନିକ ହେଲା କାଳ: ପାଣିରେ ବୁଡି ଗଲା ୪ ଜୀବନ, ୨ ନିଖୋଜ

ରାୟପୁର,୨୮।୮: ଛତିଶଗଡର କୋରିଆ ଜିଲାରେ ଅବସ୍ଥିତ ରାମଦା ଜଳପ୍ରପାତରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପିକନିକ ପାଇଁ ଏଠାକୁ ଆସିଥିବା ୭ ଜଣ ଲୋକ ପାଣିରେ ବୁଡ଼ି ଯାଇଛନ୍ତି। ଗାଧୋଇବାବେଳେ ଏହି ଦୁର୍ଘଟଣା ଘଟିଥିଲା । ଏଥିମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ଦୁଇ ଜଣଙ୍କୁ ଖୋଜା ଚାଲିଛି।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶର ସିଙ୍ଗରୌଲି ଜିଲାର ଓ୍ବେଢାନରୁ ୧୫ ରୁ ୧୬ ଜଣ ବ୍ୟକ୍ତି ରବିବାର ଛତିଶଗଡର କୋରିଆ ଜିଲା ଅନ୍ତର୍ଗତ ଭରତପୁର ବ୍ଲକର ରାମଦା ଜଳପ୍ରପାତକୁ ପିକନିକ କରିବାକୁ ଯାଇଥିଲେ। ଏଥିମଧ୍ୟରୁ ସାତଜଣ ଲୋକ ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ଗାଧୋଇବାକୁ ଜଳପ୍ରପାଦ ଭିତରକୁ ଗଲେ। କିନ୍ତୁ ଜଳ ସ୍ତର ବୃଦ୍ଧି ହେତୁ ଏହି ଦୁର୍ଘଟଣା ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମୟୂର ପ୍ରେମ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ କିପରି ମୟୂର ସହ ସମୟ କଟାଉଛନ୍ତି ତାହା ଏବେ ଦେଖିବାକୁ ମିଳିଛି। ଇନଷ୍ଟାଗ୍ରାମରେ ଏବେ ଏକ ଭିଡିଓ...

ପିଆଜ ଶୁଙ୍ଘାଇ ହୋସ୍‌ ଅଣାଯାଏ; ତେବେ ତାହା ଏବେ ନୁହେଁ ସମ୍ଭବ: ଶିବସେନା

ମୁମ୍ବାଇ,୧୦।୧୨: ଦେଶରେ ପିଆଜର ଦାମ ଆକାଶ ଛୁଇଁଛି। ସେହିପରି ଅର୍ଥବ୍ୟବସ୍ଥା ମଧ୍ୟ ସଙ୍କଟରେ ପଡ଼ିଛି। ଏହାକୁ ନେଇ ଶିବସେନା ମୁଖପତ୍ର ସାମନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଟୁଇଟରକୁ ପ୍ରଶ୍ନ: କାହିଁକି ବନ୍ଦ କରିଥିଲ କେନ୍ଦ୍ରମନ୍ତ୍ରୀଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ବିରୋଧୀ ଏମ୍‌ପି ଶଶି ଥରୁରଙ୍କ ଆକାଉଣ୍ଟକୁ କାହିଁକି ଲକ୍‌ କରାଯାଇଥିଲା? ମାଇକ୍ରୋବ୍ଲଗିଂ...

ହରିୟାଣା-ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା: ହେବ ପ୍ରଥମ ପ୍ଲାଷ୍ଟିକ୍‌ ମୁକ୍ତ ନିର୍ବାଚନ

ନୂଆଦିଲ୍ଲୀ, ୨୧।୯: ହରିୟାଣା-ମହାରାଷ୍ଟ୍ର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇଛି। ଶନିବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଘୋଷଣା ହୋଇଛି। ଦୁଇ ରାଜ୍ୟରେ ଅକ୍ଟୋବର ୨୧ରେ...

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌...

ପୁରୁଣା କୋଠା ଭୁଶୁଡି ୪ ମୃତ

ତେଲେଙ୍ଗାନା,୩୦।୪: ତେଲେଙ୍ଗାନାର ୟାଦାଦ୍ରୀ-ଭୋଙ୍ଗୀର ଜିଲାର ମନ୍ଦିର ନଗର ୟାଦାଗିରିଗୁଟ୍ଟାରେ ଶୁକ୍ରବାର ଏକ ପୁରୁଣା କୋଠାର ସ୍ଲାବ୍‌ ଖସି ୪ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ପୋଲିସ...

ମାସ୍କ ନ ମିଳିବାରୁ ରାଗିଲେ ଡାକ୍ତର

ବିଶାଖାପଟନମ,୭।୪: କରୋନା ସଂକ୍ରମଣଠାରୁ ଦୂରେଇ ରହିବାକୁ ସାଧାରଣ ଲୋକଙ୍କୁ ମାସ୍କ ପିନ୍ଧିବା ଜରୁରୀ ବୋଲି କିଛି ରାଜ୍ୟରେ ଘୋଷଣା କରାଯାଇଛି। ହେଲେ ଯେଉଁଠି ଡାକ୍ତରଙ୍କ ପାଇଁ...

ଲୈଲା ମଜନୁର ଅଭିନେତ୍ରୀଙ୍କ ଉପରେ ସଙ୍ଗୀନ ଅଭିଯୋଗ

ମୁମ୍ବାଇ,୨୮।୫: ୮0 ଦଶକର ଲୈଲା ମଜନୁ ଫେମ୍‌ ରଞ୍ଜିତା କୌରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ହୋଇଛି। ସେ ନିଜର ସ୍ବାମୀଙ୍କୁ ମାରପିଟ୍‌ କରିବା ସହ ୪ମହଲାରୁ...

Advertisement
Archives

Model This Week