ଭାଜପାରେ ଯୋଗ ଦେଲେ ଅନ୍ୟ ଦଳର ୭ଜଣ କର୍ମୀ

କୁଚିଣ୍ଡା,୧୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଭାଜପା କାର୍ଯ୍ୟାଳୟରେ ସୋମବାର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଧାରା ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କୁଚିଣ୍ଡା ବ୍ଲକ କୁଲେଇଗଡ଼ ପଞ୍ଚାୟତର ଅନ୍ୟ ଦଳର ୭ଜଣ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ଜିଲା ସାଧାରଣ ସମ୍ପାଦକ ଶୁଶିଳ କର, ଜିଲାପରିଷଦ ସଭ୍ୟ ଦିବ୍ୟରାଜ କିଷାନ ନୂତନ ଭାବେ ଯୋଗ ଦେଇଥିବା କର୍ମୀଙ୍କୁ ଦଳୀୟ ଟୋପି, ଉତ୍ତରୀୟ ଓ ଫୁଲମାଳ ଦେଇ ସ୍ବାଗତ କରିଥିଲେ। ଏଥିରେ ଟାଉନ ସାଧାରଣ ସମ୍ପାଦକ ପ୍ରାଣବନ୍ଧୁ ନାଥ, ପ୍ରିତମ ପାଣିଗ୍ରାହୀ, ମହେଶ ରାୟ, ଚିତ୍ତରଞ୍ଜନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବ ସତ୍ତ୍ୱେ ଜମୁଛି ବାଣ ବେପାର

ଅନୁଗୋଳ ଅଫିସ, ୨୪ା୧୦:ଦୀପାବଳିକୁ ନେଇ ଏଥର ବିପୁଳ ଉତ୍ସାହ। କରୋନା ପାଇଁ ଗତ ୨ ବର୍ଷ ଧରି କଟକଣା ମଧ୍ୟରେ ଏହି ଆଲୋକର ପର୍ବ ପାଳନ...

କଟକରେ ୩ କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ

କଟକ ଅଫିସ୍‌,୧୪।୧: କଟକରେ ୩ଟି କୋର୍ଟ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଛି। ସିଭିଲ୍‌ କୋର୍ଟ, ଏସ୍‌ଡିଜେଏମ୍‌, ଜିଲା ଦୌରାଜଜ କୋର୍ଟକୁ କଣ୍ଟେନ୍‌ମେଣ୍ଟ କରାଯାଇଛି। କରୋନା ମାମଲା...

‘ଧାନ ବିକ୍ରି ଉପରେ ନଜର ରଖ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟର ସୀମାବର୍ତ୍ତୀ ଜିଲାଗୁଡ଼ିକରେ ଖରିଫ ଧାନ ସଂଗ୍ରହ ନଭେମ୍ବର ଦ୍ବିତୀୟ ସପ୍ତାହରୁ ଆରମ୍ଭ ହୋଇଛି। ଅସାଧୁ ବ୍ୟବସାୟୀଙ୍କ ମାଧ୍ୟମରେ ଚାଷୀ ପଡ଼ୋଶୀ ଛତିଶଗଡ଼ରୁ...

ଜେଇଇ ମେନ୍‌ ସେସନ୍‌-୨ ରେଜଲ୍ଟ ପ୍ରକାଶ: ପ୍ରିୟଙ୍କା ସର ରାଜ୍ୟ ଟପ୍ପର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଶନିବାର ପ୍ରକାଶ ପାଇଛି ଜେଇଇ ମେନ ସେସନ-୨ ରେଜଲ୍ଟ। ଏହି ପରୀକ୍ଷାରେ ପ୍ରିୟଙ୍କା ସର ୯୯.୯୮ ପ୍ରତିଶତ ମାର୍କ ରଖି ରାଜ୍ୟ ଟପ୍ପର ହୋଇଛନ୍ତି।...

କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ: ଚାଷୀଙ୍କ ଧାରଣା

କୋକସରା,୮।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା...

ଆଜିଠୁ ମିଳିବ ଘରୋଇ ବିମାନ ସେବା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବଧି ସରି ଆସୁଥିବାବେଳେ ଧୀରେ ଧୀରେ ଯାତ୍ରୀ ପରିବହନ ସେବା ସ୍ବାଭାବିକ ହେବାରେ ଲାଗିଛି। ପ୍ରାୟ ୨ମାସ ଧରି ବନ୍ଦ...

ଗଞ୍ଜାମରେ ୧୩ ହସ୍ପିଟାଲର ରୂପ ବଦଳିବ

ଛତ୍ରପୁର,୬ା୨(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୫-ଟି ଆଧାରରେ ୧୩ ହସ୍ପିଟାଲର ରୁପାନ୍ତରୀକରଣ ଲାଗି ଚୂଡାନ୍ତ ହୋଇଛି ା ଜିଲାରେ ଥିବା ୧୩ ବିଧାନସଭା ନିର୍ବାଚମଣ୍ଡଳୀରେ ଗୋଟିଏ...

ସ୍ବାସ୍ଥ୍ୟକର୍ମୀଙ୍କୁ ପାସ୍‌ ଅନାବଶ୍ୟକ: ପରିଚୟପତ୍ର ଦେଖାଇ ହସ୍ପିଟାଲ ଯାଇପାରିବେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି କରାଯାଇଥିବା ଲକ୍‌ଡାଉନ୍‌ ସମୟରେ ଗାଡ଼ିମୋଟର ଯାତାୟାତ ଉପରେ କଟକଣା ଲଗାଯାଇଛି। ନିହାତି ଯିବାର ଆବଶ୍ୟକତା ଥିବା ବ୍ୟକ୍ତିଙ୍କୁ ପାସ୍‌...

Advertisement
Archives

Model This Week