ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ ଅଫିସ,୨୭ା୧୦: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି  ବୁଧବାର କୋର୍ଟ ଚାଲାଣ କରିଛି।

ପ୍ରକାଶ ଯେ, ସପ୍ତମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କ ସହ ଯୁବକଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ପରେ ନାବାଳିକାଙ୍କୁ ମିଥ୍ୟା ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରିବାର ଲୋକେ ସନ୍ଦେହ କରି ଝିଅକୁ ପଚାରିବାରୁ ସେ ସବୁ କଥା କହିଥିଲେ। ଏ ନେଇ ନାବାଳିକାଙ୍କ ବାପା ଗତ ୯ ତାରିଖରେ ଥାନାରେ  ଏତଲା ଦେଇଥିଲେ ା ସେବେଠୁ ଯୁବକ ଜଣକ ଫେରାର ହୋଇଯାଇଥିଲେ ା ବୁଧବାର ସେ ଫୁଲବାଣୀ ସହରରେ ବୁଲୁଥିବା ଖବର ମିଳିବା ପରେ ଗୋଚ୍ଛପଡା ପୋଲିସ ତାଙ୍କୁ କାବୁ କରିଥିଲା ା ନାବାଳିକାଙ୍କ ଡାକ୍ତରୀ ମାଇନା ପରେ ବାଳାଶ୍ରମରେ ରଖାଯାଇଛି। ଏନେଇ ଥାନାରେ ଏକ ମାମଲା(ନଂ.୮୮/୨୧) ରୁଜୁ ହୋଇଥିବା ଥାନାଧିକାରୀ ରଞ୍ଜିତ କୁମାର ମୁନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ପରୀକ୍ଷା କେନ୍ଦ୍ରରୁ ୩୨ ଧରାପଡ଼ିଲେ

ନରସିଂହପୁର,୨୭ା୨(ଡି.ଏନ୍‌.ଏ.): ବୁଧବାର ମାଟ୍ରିକର ଗଣିତ ପରୀକ୍ଷା ଚାଲିଥିବା ବେଳେ ନରସିଂହ ବ୍ଲକ ଅନ୍ତର୍ଗତ ୭ ପରୀକ୍ଷା କେନ୍ଦ୍ରରୁ ୩୨ ଜଣ ପିଲା କପି କରୁଥିବା ବେଳେ...

ଭିଜିଲାନ୍ସ ଜାଲରେ ସମ୍ପାଦକ

ସୁନ୍ଦରଗଡ଼,୨।୪(ଡି.ଏନ୍‌.ଏ.) :ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ସର୍ଗିପାଲି ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ବନମାଳୀ ନାଏକ। ଏହାସାଙ୍ଗେ ୫ଟି ସ୍ଥାନରେ ଚଢାଉ ଜାରି ରହିଛି । ଆୟ...

ପୂର୍ବ ଶତ୍ରୁତାକୁ ନେଇ ପୋଡିଦେଲେ ପାନ ଦୋକାନ

କୁଆଁରମୁଣ୍ଡା,୧୪।୧୧(ଡି.ଏନ.ଏ.)- ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ତହସିଲ ବଜାରରେ ପାନ ଦୋକାନ କରିଥିବା ବାବୁନି ପଣ୍ଡାଙ୍କ ପାନ ଦୋକାନକୁ ଶୁକ୍ରବାର ବିଳମ୍ବିତ...

ଉପଜିଲାପାଳଙ୍କ ହସ୍ତକ୍ଷେପ ପରେ ବ୍ଲକ କର୍ମଚାରୀଙ୍କ ଧାରଣା ପ୍ରତ୍ୟାହୃତ

ଗୋପାଳପୁର/କନିଷି,୨୦ା୧୨(ଡି.ଏନ.ଏ.)- ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ମଙ୍ଗଳବାର ଅପରାହ୍ନରେ ଇନ୍ଦ୍ରାକ୍ଷୀ ସରପଞ୍ଚ ଗାଳିଗୁଲଜ ଓ ଠେଲାପେଲା କରିଥିବା ପ୍ରତିବାଦରେ ବୁଧବାର ବ୍ଲକ କର୍ମଚାରୀ, ସମନ୍ବିତ ଶିଶୁ ବିକାଶ କର୍ମଚାରୀ,...

ଏଣିକି ବଜାରରେ ମିଳିବ କରୋନା ଔଷଧ

ଭୁବନେଶ୍ୱର, ୧୨।୯(ବ୍ୟୁରୋ)- ଏଣିକି ବଜାରରେ କରୋନା ଔଷଧ ମିଳିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଫାଭିପିରାଭିର୍‌ ଟାବ୍‌ଲେଟ୍‌ ଓ ରେମ୍‌ଡେସିଭିର ଇଞ୍ଜେକ୍ସନ ବିକ୍ରି...

ଅନୁଗୋଳରେ ନାହିଁ ପର୍ଯ୍ୟାପ୍ତ ପିପିଇ

ଅନୁଗୋଳ ଅଫିସ, ୫।୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବେଳେ ଡାକ୍ତର, ନର୍ସ ଓ ଅନ୍ୟ ସହଯୋଗୀମାନେ ପର୍ସନାଲ ପ୍ରୋଟେକ୍‌ଶନ୍‌ ଇକ୍ୟୁପମେଣ୍ଟ(ପିପିଇ) ପିନ୍ଧିବା ଜରୁରୀ। ନଚେତ ସେମାନେ...

ଲକ୍ଷାଧିକ ଟଙ୍କାର ଚୋରା ଶାଳ ଚୌକାଠ ସହ ପିକ୍‌ଅପ ଜବତ

ପାଟଣା,୧୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସଦର ବ୍ଲକ ଡୁମୁରିଆରୁ ବୁଧବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଭ୍ୟାନ ଯୋଗେ ୧୩୧ ଖଣ୍ଡ...

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ...

Advertisement
Archives

Model This Week