Posted inଖେଳ

ଇର୍ଫାନ, କପିଳଙ୍କ ସମକକ୍ଷ ହେଲେ ବୁମରା

କେପ୍‌ ଟାଉନ,୧୨।୧: ନ୍ୟୁଲାଣ୍ଡ୍ସରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ସଫଳତା ହାସଲ କରିଛନ୍ତି ଯଶପ୍ରୀତ ବୁମରା। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୭ମ ୫ ଉଇକେଟ ସଫଳତା। ଅତିକମ୍‌ରେ ୨୭ଟି ଟେଷ୍ଟ ଖେଳିଥିବା ଭାରତୀୟ ପେସରଙ୍କ ମଧ୍ୟରେ ଏହା ମିଳିତ ସର୍ବାଧିକ ୫ ଉଇକେଟ ସଫଳତା। ବୁମରାଙ୍କ ଭଳି କିମ୍ବଦନ୍ତୀ ଅଲରାଉଣ୍ଡର କପିଳ ଦେବ ଓ ଇର୍ଫାନ ପଠାନ କ୍ୟାରିୟରର ପ୍ରଥମ ୨୭ ମ୍ୟାଚ୍‌ ମଧ୍ୟରେ ୭ଥର ହିଁ ୫ ଉଇକେଟ ସଫଳତା ହାସଲ କରିପାରେ ଥିଲେ। ତେବେ ୧୩୧ ଟେଷ୍ଟ ଖେଳିଥିବା ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ କପିଳ ପୂରା କ୍ୟାରିୟରରେ ୨୩ ଥର ଗୋଟିଏ ଇନିଂସରେ ୫ ଉଇକେଟ ହାତେଇଥିଲେ। ଅନ୍ୟପକ୍ଷରେ ୨୯ଟି ଟେଷ୍ଟ ଖେଳିଥିବା ଇର୍ଫାନଙ୍କ କ୍ୟାରିୟରରେ ୭ଟି ହିଁ ୫ ଉଇକେଟ ସଫଳତା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri