Posted inଜାତୀୟ

ଅପରେଶନ ଗଙ୍ଗା: ୧୮୨ ଭାରତୀୟଙ୍କୁ ନେଇ ମୁମ୍ବାଇ ପହଞ୍ଚିଲା ସପ୍ତମ ବିମାନ

ମୁମ୍ବାଇ,୧ ।୩: ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ପରିବାର ଭୟ ଓ କୋହରେ ସମୟ କାଟୁଥିବା ବେଳେ ଧିରେ ଧିରେ ସେମାନେ ଆଶ୍ୱସ୍ତ ହେବାରେ ଲାଗିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଅପରେଶନ ଗଙ୍ଗା ମାଧ୍ୟରେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯାଉଛି । ଏହି କ୍ରମରେ ମଙ୍ଗଳବାର ସକାଳ ପ୍ରାୟ ୮ଟା ସମୟରେ ୟୁକ୍ରେନର ସୀମାବର୍ତ୍ତି ରୋମାନିଆର ବୁକାରେଷ୍ଟରେ ଥିବା ୧୮୨ ଭାରତୀୟଙ୍କୁ ଧରି ଏୟାର ଇଣ୍ଡିଆର ସପ୍ତମ ବିମାନ ମୁମ୍ବାଇରେ ପହଞ୍ଚିଛି । ବିମାନ ବନ୍ଦରରେ ୟୁକ୍ରେନରୁ ଫେରିଥିବା ଭାରତୀୟଙ୍କୁ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ସ୍ୱାଗତ କରିଛନ୍ତି ।
ସେହିପରି ଅଷ୍ଟମ ଓ ନବମ ଉଡାଣ ରୋମାନିଆରୁ ବାହାରି ସାରିଥିବା ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri