Posted inଜାତୀୟ

କେନ୍ଦ୍ର – ଚାଷୀ ସଂଗଠନ ବୈଠକ: ହୋଇପାରିଲାନି ସମାଧାନ

ନୂଆଦିଲ୍ଲୀ,୪।୧: କେନ୍ଦ୍ର ସରକାର ଏବଂ ଚାଷୀ ସଂଗଠନ ମଧ୍ୟରେ ସୋମବାର ବସିଥିବା ସପ୍ତମ ପର୍ଯ୍ୟାୟ ବୈଠକରୁ କୌଣସି ସମାଧାନ ମିଳିପାରି ନାହିଁ। ଚାଷୀ ସଂଗଠନ ନୂଆ କୃଷି ଆଇନ ପ୍ରତ୍ୟାହାର କରିବା ଜିଦରେ ଅଟଳ ରହିଛି। ଅନ୍ୟପକ୍ଷରେ ବୈଠକରେ ସରକରଙ୍କ ପକ୍ଷରୁ କୃଷି ଆଇନରେ ସଂଶୋଧନ କରିବା ନେଇ ଏକ ମିଳିତ କମିଟି ଗଠନ କରିବାକୁ ପ୍ରସ୍ତାବ ଦିଆଯାଇଥିଲା, ଯାହାକୁ ଚାଷୀ ସଂଗଠନ ପ୍ରତ୍ୟାଖ୍ୟାନ କରିଥିଲା। ସରକାରଙ୍କ ପକ୍ଷରୁ ଆଗାମୀ ବୈଠକ ଜାନୁୟାରୀ ୮ତାରିଖରେ ହେବା ନେଇ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri