Posted inଜାତୀୟ

ତୃତୀୟ ପର୍ଯ୍ୟାୟ ଟିକାକରଣ: ଅଧିକାଂଶ ରାଜ୍ୟରେ ଟିକା ନାହିଁ

ନୂଆଦିଲ୍ଲୀ, ୩୦।୪: କିଛିଦିନ ହେଲା ଦେଶରେ ୩ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ହେଉଥିବା ବେଳେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ସଂକ୍ରମଣକୁ ରୋକିବା ପାଇଁ ଟିକାକରଣକୁ ବ୍ୟାପକ କରିବା ବ୍ୟତୀତ ଅନ୍ୟ ଉପାୟ ନାହିଁ। ଏନେଇ ଟିକାକରଣର ତୃତୀୟ ପର୍ଯ୍ୟାୟ ଶନିବାରଠାରୁ ଆରମ୍ଭ ହେଉଛି। ଏହି ପର୍ଯ୍ୟାୟରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଟିକା ନେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏଥିପାଇଁ ଯୁବବର୍ଗଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖାଦେଇଛି। ୨ ଦିନରେ ୨.୪୫ କୋଟିରୁ ଊର୍ଦ୍ଧ୍ୱ ଟିକା ନେବା ପାଇଁ ନାମ ପଞ୍ଜୀକରଣ କରିସାରିଛନ୍ତି। ହେଲେ ଅଧିକାଂଶ ରାଜ୍ୟ ହାତରେ ଟିକା ନ ଥିବାରୁ ସେମାନେ ଶନିବାର ତୃତୀୟ ଟିକାକରଣ ଆରମ୍ଭ କରିବା ନେଇ ଅସମର୍ଥ୍ୟ ପ୍ରକାଶ କରିଛନ୍ତି। ଏହି ରାଜ୍ୟଗୁଡ଼ିକ ମଧ୍ୟରେ ଭାଜପା ଶାସିତ ମଧ୍ୟପ୍ରଦେଶ, କର୍ନାଟକ ଓ ଗୋଆ ମଧ୍ୟ ଅନ୍ତର୍ଭୁକ୍ତ। ଅନ୍ୟପକ୍ଷେ ରାଜ୍ୟଗୁଡ଼ିକ ନିକଟରେ ୧ କୋଟିରୁ ଊର୍ଦ୍ଧ୍ୱ ଡୋଜ୍‌ ମହଜୁଦ୍‌ ଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?