ଗଞ୍ଜେଇ ଚାଲାଣ କରୁଥିଲେ,ଗଛରେ ପିଟିହୋଇ ଚାଲିଗଲା ଜୀବନ

ସୋନପୁର,୩୧।୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର କଲେଜ ରାସ୍ତାରେ ଏକ ଗଛକୁ ଧକ୍କା ଦେଇ ଜଣେ ବାଇକ ଆରୋହୀଙ୍କ ମଙ୍ଗଳବାର ସକାଳେ ମୃତ୍ୟୁ ହେଇଛି l ମୃତ ଯୁବକଙ୍କ ପ୍ରକୃତ ପରିଚୟ ମିଳିପାରିନି l ତାଙ୍କ ଘର ଛତିଶଗଡ ଅଞ୍ଚଳରେ l ସେ ବୌଦ୍ଧ ଜିଲାରୁ ଗଞ୍ଜେଇ କିଣି ସୁବର୍ଣ୍ଣପର ରାସ୍ତାରେ ଛତିଶଗଡକୁ ଚାଲାଣ କରୁଥିଲେ l ତାଙ୍କ ନିକଟରୁ ପ୍ରାୟ ୪ କିଲୋ ଗଞ୍ଜେଇ ଜବତ ହୋଇଛି l ଏ ସମ୍ପର୍କରେ ସୋନପୁର ଥାନାରେ ଏକ ମାମଲା ରୁଜୁ ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri