ଭୟଙ୍କର ଅଗ୍ନିକାଣ୍ଡ: ୨ ପରିବାରର ଘର ଜଳି ପୋଡ଼ି ଛାରଖାର

କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ଶ୍ରୀ ବଳଦେବଜୀଉ ମନ୍ଦିର ନିକଟରେ ଅଗ୍ନିକାଣ୍ଡ ଘଟି ଦୁଇଟି ପରିବାରର ୭/୮ ଟି ଘର ଜଳି ପୋଡ଼ି ଛାରଖାର ହୋଇଯାଇଛି। ସା ପ୍ରାୟ ୭.୩୦ରେ ପ୍ରଥମେ ଗଣେଶ୍ୱର ମହାରଣାଙ୍କ ଘରେ କେହି ନ ଥିବା ଅବସ୍ଥାରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ନିଆଁ ସଙ୍ଗେ ସଙ୍ଗେ ତାଙ୍କ ପାଖ ଘରକୁ ବ୍ୟାପିଥିଲା। ସ୍ଥାନୀୟ ଲୋକେ ଦମକଳ ଗାଡ଼ିକୁ ଖବର ଦେଇଥିଲେ। ତିନୋଟି ଗାଡ଼ି ଆସି ନିଆଁ ଲିଭାଇବା କାମରେ ଲାଗିଥିଲେ ହେଁ, ନିଆଁଙ୍କୁ ଆୟତ କରିବାକୁ ଦୀର୍ଘ ଦେଢ଼ ଘଣ୍ଟା ସମୟ ଲାଗିଥିଲା। ସେତେବେଳକୁ ସମସ୍ତ ଘର ପୋଡ଼ି ପାଉଁଶ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri