ହଡସନ ଭ୍ୟାଲିରେ ପ୍ରଳୟଙ୍କରୀ ବନ୍ୟା…

ଓ୍ବାଶିଂଟନ,୧୦।୭ : ଆମେରିକାର ଆର୍ଥିକ ରାଜଧାନୀ ନ୍ୟୁୟର୍କରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ହଡସନ ଭ୍ୟାଲି ସହରରେ ବନ୍ୟାଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ବର୍ଷା ଯୋଗୁଁ ରାସ୍ତାଗୁଡ଼ିକ ବନ୍ୟା ଜଳରେ ବୁଡ଼ି ରହିଛି ।

ଜାତୀୟ ପାଣିପାଗ ସେବା ଦକ୍ଷିଣ-ପୂର୍ବ ନ୍ୟୁୟର୍କର କିଛି ଅଂଶ ପାଇଁ ଫ୍ଲାସ ବନ୍ୟା ପରିସ୍ଥିତି ସତର୍କ ସୂଚନା ଜାରି କରି ଏହାକୁ ଲୋକଙ୍କ ଜୀବନ ପ୍ରତି ବିପଦ ବୋଲି କହିଛି। ଅରେଞ୍ଜ କାଉଣ୍ଟି କାର୍ଯ୍ୟନିର୍ବାହୀ ଷ୍ଟିଭେନ ଏମ ନେହୁସ ଦି ନ୍ୟୁୟର୍କ ଟାଇମ୍ସକୁ କହିଛନ୍ତି ବନ୍ୟା ଯୋଗୁଁ ଜଣଙ୍କର ମୃତ୍ୟୁ ଘଟିଛି।

ବହୁ ଅଞ୍ଚଳ ଜଳମଗ୍ନ ହୋଇ ରହିଛି ବୋଲି ନ୍ୟୁୟର୍କ ଷ୍ଟେଟ ପୋଲିସ ଏକ ବିବୃତ୍ତିରେ କହିଛି। ଏସବୁ ଅଞ୍ଚଳରୁ ଦୂରେଇ ରହିବାକୁ ପୋଲିସ ଜନସାଧାରଣଙ୍କୁ ଚେତାବନୀ ଦେଇଛି।

ପ୍ରବଳ ବର୍ଷା ଶେଷ ନ ହେବା ପର୍ଯ୍ୟନ୍ତ ବାସିନ୍ଦାମାନେ ଘର ଭିତରେ ରହିବାକୁ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ରକଲ୍ୟାଣ୍ଡ କାଉଣ୍ଟି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

Sonam Wangchuk: ସୋନମ ଓ୍ବାଙ୍ଗଚୁକଙ୍କ ଅନଶନ ଭାଙ୍ଗିବା ପଛରେ ଅଛି ସ୍ତ୍ରୀ ଗୀତାଞ୍ଜଳିଙ୍କ ହାତ, ଲଦାଖ ଯିବେ କି ଓ୍ବାଙ୍ଗଚୁକ? ଜାଣନ୍ତୁ

ନୂଆଦିଲ୍ଲୀ,୨୪।୭: ୨୬ ଦିନ ପରେ ଗୁରୁବାର ବିଳମ୍ବିତ ରାତିରେ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ଶେଷ କରିଛନ୍ତି। କେନ୍ଦ୍ର ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସେ…

ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିରୁ ପଛକୁ ହଟୁନି CJP! ୨ ଦାବି ମାନିଲେ, ସରକାର କହିଲେ କାଲି ଧର୍ମେନ୍ଦ୍ର ପ୍ରଧାନ…

ନୂଆଦିଲ୍ଲୀ,୨୪ା୭: ପେପର ଲିକ୍ ବିବାଦ ଏବଂ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ ଶୁକ୍ରବାର, ଦିଲ୍ଲୀର ବିଠଲ ହାଉସରେ କେନ୍ଦ୍ର ସରକାର ଏବଂ କୋକ୍ରୋଚ୍ ଜନତା ପାର୍ଟି (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri