୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ ସାରା ଓଡିଶା । ରାଜ୍ୟରେ ସିଭିୟର ହିଟୱେଭ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ତିନି ଦିନ ପ୍ରବଳ ହିଟ ୱେଭ ନେଇ ସତର୍କତା ଜାରି ହୋଇଛି । ରାଜ୍ୟରେ ତାତି ୪୫ ଟପିପାରେ ବୋଲି ବିଭାଗ କହିଛି।

ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଆଜି ଭୁବନେଶ୍ୱରରେ ୪୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଝାରସୁଗୁଡ଼ା ୪୨.୯, ଚାନ୍ଦବାଲି ୪୨.୨, ବାଲେଶ୍ୱର ୪୧.୪ ଡିଗ୍ରୀ ତାପମାତ୍ରା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri