Posted inଜାତୀୟ

ରାଜଧାନୀରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ

ନୂଆଦିଲ୍ଲୀ,୧୦ ।୪: ଭିଷଣ ଗରମ ଓ ଲୁ କାରଣରୁ ରାଜଧାନୀ ଦିଲ୍ଲୀର ତାପମାତ୍ରା ବେଳକୁ ବେଳ ବଢିବାରେ ଲାଗିଛି । ଏପ୍ରିଲ ପ୍ରଥମ ସପ୍ତାହରେ ଗ୍ରୀଷ୍ମର ପ୍ରକୋପରେ ଅତିଷ୍ଟ ହୋଇପଡିଛନ୍ତି ଲୋକେ । ସ୍ଥିତି ଏଭଳି ହୋଇଛି କି ଶନିବାର ଦିଲ୍ଲୀର ସର୍ବାଧିକ ତାପମାତ୍ରା ୪୨.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି, ଯାହା ସାମାନ୍ୟ ତାପମାତ୍ରାଠାରୁ ୭୮ ଡିଗ୍ରୀ ସେଲସିୟସ ଅଧିକ । ଏମିତି ଏପ୍ରିଲ ପ୍ରଥମ ସପ୍ତାହରେ ଗରମ ୭୨ ବର୍ଷର ରେକର୍ଡ ଭାଙ୍ଗି ଦେଇଛି । ସୂଚନାଯୋଗ୍ୟ, ୧୯୪୧, ୨୯ ଏପ୍ରିଲରେ ରାଜଧାନୀ ଦିଲ୍ଲୀର ସର୍ବାଧିକ ତାପମାତ୍ରା ୪୫.୬ ରେକର୍ଡ କରାଯାଇଥିଲା । ହେଲେ ଚଳିତ ବର୍ଷ ଏପ୍ରିଲ ପ୍ରଥମ ସପ୍ତାହରେ ରାଜଧାନୀର କିଛି କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହି ରେକର୍ଡ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ସମସ୍ତ ପେପର ଲିକ୍ ଘଟଣାରେ ମାମଲାର ଶୀଘ୍ର ସମାଧାନ ଏବଂ ଦୋଷୀମାନଙ୍କୁ କଠୋର ଦଣ୍ଡ ପ୍ରଦାନ କରିବା ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରାଯିବ। ଆବଶ୍ୟକୀୟ…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri