Advertisement

ସିଜାନ ମହମ୍ମଦଙ୍କୁ କଠୋର ଦଣ୍ଡ ଦିଆଯାଉ: ତୁନିଶାଙ୍କ ମା’

ମୁମ୍ବାଇ: ଟେଲି ଅଭିନେତ୍ରୀ ତୁନିଶା ଶର୍ମା ମାତ୍ର ୨୦ ବର୍ଷ ବୟସରେ ଆତ୍ମହତ୍ୟା କରିଛନ୍ତି। ତାଙ୍କ ମୃତ୍ୟୁ ଖବରରେ ଟେଲି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଇତି ମଧ୍ୟରେ ଝିଅର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରିନାହାନ୍ତି ତୁନିଶାଙ୍କ ମା’। ତୁନିଶାଙ୍କ ପୂର୍ବତନ ପ୍ରେମିକ ସିଜାନ ମହମ୍ମଦ ଖାନ୍‌ଙ୍କୁ ତାଙ୍କ ଝିଅର ମୃତ୍ୟୁ ପାଇଁ ଦାୟୀ କରିଛନ୍ତି। ଏଥିସହିତ ତୁନିଶାଙ୍କ ମା’ ବନିତ ଶର୍ମା ସୋସିିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ସିଜାନଙ୍କ ବିରୋଧରେ ଅନେକ ଗୁରୁତର ଅଭିଯୋଗ କରୁଥିବା ନଜର ଆସିଛନ୍ତି। ସେ କହିଛନ୍ତି ଯେ, ସିଜାନ ମହମ୍ମଦ ମୋ ଝିଅକୁ ଧୋକା ଦେଇଛନ୍ତି। ପ୍ରଥମେ ସେ ତୁନିଶାଙ୍କ ସହ ସମ୍ପର୍କ ସ୍ଥାପନ କରିଥିଲେ ଏବଂ ବିବାହର ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ଏହା ପରେ ସେ ତୁନିଶାଙ୍କ ସହ ବ୍ରେକ୍‌ଅପ୍‌ କରିଦେଇଥିଲେ। କେବଳ ଏତିକି ନୁହେଁ, ସେ ପୂର୍ବରୁ ଅନ୍ୟ କାହା ସହିତ ସମ୍ପର୍କ ରଖିଥିଲେ, ତଥାପି ସେ ମୋ ଝିଇ ସହିତ ସମ୍ପର୍କ ବଢାଇଥିଲେ। ୩ରୁ ୪ ମାସ ମୋ ଝିଅକୁ ବ୍ୟବହାର କରି ଧୋକା ଦେଇଛନ୍ତି। ମୁଁ କେବଳ ଏତିକି ଚାହେଁ ଯେ, ସିଜାନଙ୍କୁ କଠୋର ଦଣ୍ଡ ଦିଆଯିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନରେ ପୁଅର ଚୁଟି କାଟୁଛନ୍ତି ଶୈଫ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ଦେଶରେ ଚାଲିଛି ଲକ୍‌ଡାଉନ୍‌। ଏହି ସମୟରେ ସମସ୍ତେ ନିଜ ନିଜ ପରିବାର ସହ କ୍ୱାଲିଟି ଟାଇମ୍‌ ସ୍ପେଣ୍ଡ କରୁଛନ୍ତି।...

ମାସକୁ ୫୦୦ ଟଙ୍କା ରୋଜଗାର କରୁଥିବା ସାଧାରଣ ଯୁବକରୁ କମେଡିର ‘ବାଦ୍‌ଶାହା’

ବମ୍ବେ: କେତେବେଳେ ‘ଡା. ମଶହୁର ଗୁଲାଟୀ’ ତ କେବେ ‘ଗୁତ୍ଥି’ ଚରିତ୍ରରେ ଲୋକଙ୍କ ମୁହଁରେ ହସ ଫୁଟାଉଥିବା କମେଡିଆନ୍‌ ସୁନୀଲ ଗ୍ରୋଭରଙ୍କ ପାଇଁ ଆଜିର ଦିନଟି...

ହସ୍ପିଟାଲରୁ ଘରକୁ ଫେରିଲେ ଅମିତାଭ, ଫଟୋ ଶେୟାର କରି ପ୍ରଶଂସକଙ୍କୁ ଜଣାଇଲେ ଧନ୍ୟବାଦ

ଅମିତାଭ ବଚ୍ଚନ ଶୁକ୍ରବାର ବିଳମ୍ବିତ ରାତିରେ ମୁମ୍ବାଇର ନାନାବତୀ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଘରକୁ କାର୍‌ରେ ଯିବା ସମୟରେ ତାଙ୍କୁ ରାସ୍ତାରେ ସ୍ପଟ୍‌ କରାଯାଇଛି। ତାଙ୍କ...

ଅଯୋଧ୍ୟାରେ ୭.୯ କୋଟି ଟଙ୍କାରେ ନିର୍ମାଣ ହେଉଛି ଲତାମଙ୍ଗେସକର ଚୌକ, ଲାଗିବ ୧୦.୮ ମିଟର ଲମ୍ବର ବୀଣା

ଅଯୋଧ୍ୟା,୩ ।୯: ଭଗବାନ ରାମଙ୍କ ନଗରୀ ଅଯୋଧ୍ୟା କିଛି ବର୍ଷ ହେବ ଉତ୍ତର ପ୍ରଦେଶ ଓ ଦେଶର ରାଜନୀତିରେ ଚର୍ଚ୍ଚାର କେନ୍ଦ୍ର ହୋଇ ରହିଛି ।...

ଏପିସୋଡ ପିଛା ମୋଟା ଅଙ୍କର ପାଉଣା ନେଇଥାନ୍ତି ‘ଅନୁପମା’; ବନରାଜ-ଅନୁଜଙ୍କଠାରୁ ବି ଢେର ଅଧିକ…

ବମ୍ବେ: ଷ୍ଟାର ପ୍ଲସରେ ପ୍ରସାରିତ ‘ଅନୁପମା’ ଧାରାବାହିକ ବେଶ ଲୋକପ୍ରିୟ। ଏଥିରେ ମୁଖ୍ୟ ଚରିତ୍ର ଅନୁପମା ଭୂମିକାରେ ନଜର ଆସୁଛନ୍ତି ରୁପାଲୀ ଗାଙ୍ଗୁଲୀ। ରୁପାଲୀଙ୍କ ଚରିତ୍ର...

ନାଗା-ସାମନ୍ଥାଙ୍କ ବିଚ୍ଛେଦର କାରଣ ଏହି ବ୍ୟକ୍ତି!

ହାଇଦ୍ରାବାଦ: ସୁପରଷ୍ଟାର ନାଗା ଚୈତନ୍ୟ ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ବିବାହର ୪ ବର୍ଷ ପରେ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଉଭୟ...

ଏହି ଅଭିନେତ୍ରୀଙ୍କ ଓ୍ବାର୍କଆଉଟ୍‌ ଭିଡିଓ ଭାଇରାଲ

ମୁମ୍ବାଇ: ପଶ୍ଚିମବଙ୍ଗର ଟିଏମ୍‌ସି ନେତ୍ରୀ ତଥା ବଙ୍ଗଳା ଫିଲ୍ମର ଜଣାଶୁଣା ଅଭିନେତ୍ରୀ ନୁସ୍‌ରତ ଜାହାଁ ସବୁବେଳେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।...

ତୈମୁର-ଇନାୟାଙ୍କ ଫଟୋ ଭାଇରାଲ

ମୁମ୍ବାଇ: ଶିଶୁ ଦିବସ ଅବସରରେ ସୋହା ଆଲ୍ଲି ଖାଁ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଶେୟାର ହେବାର କିଛି ସମୟ ମଧ୍ୟରେ ଭାଇରାଲ...

Advertisement
Archives

Model This Week