ଭୟଙ୍କର ତୁଷାର ଝଡ଼: ୧୩୦୦ରୁ ଅଧିକ ବିମାନ ବାତିଲ…

ଓ୍ବାଶିଂଟନ,୨୩।୨ : ଆମେରିକାରେ ତୁଷା ଝଡ଼ ବିପଦ ବଢ଼ିବାରେ ଲାଗିଛି। ଏହି ଝଡ଼ ପଶ୍ଚିମ ଏବଂ କେନ୍ଦ୍ରୀୟ ରାଜ୍ୟଗୁଡିକରେ ଜାରି ରହିଛି। ଫଳେରେ ସୁରକ୍ଷା କାରଣରୁ ବିମାନ ସେବା ବାଧାପ୍ରାପ୍ତ ହୋଇଛି। ଇତି ମଧ୍ୟରେ ୧୩୦୦ରୁ ଅଧିକ ବିମାନ ବାତିଲ କରାଯାଇଥିବାବେଳେ ୨ ହଜାରରୁ ଅଧିକ ବିମାନ ଉଡାଣ ବିଳମ୍ବ ହୋଇଛି। ବରଫ ଝଡ଼ ଯୋଗୁଁ ଲୋକଙ୍କ ଯିବା ଆସିବା କଷ୍ଟକର ହୋଇପଡିଛି।

ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ (ଏଫଏଏ) ଟୁଇଟ କରି କହିଛି ଯେ ଖରାପ ପାଗ ଯୋଗୁ ଚଳିତ ସପ୍ତାହରେ ମିନେସୋଟା, ଗ୍ରେଟ ଲେକ୍ସ ଏବଂ ଦକ୍ଷିଣ ସମତଳର ଅନ୍ୟାନ୍ୟ ରାଜ୍ୟରେ ବିମାନ ଉଡାଣରେ ବିଳମ୍ବ କିମ୍ବା ବାତିଲ ହୋଇପାରେ।

ଆମେରିକାର ଜାତୀୟ ପାଣିପାଗ ସେବା ଏହାର ପୂର୍ବାନୁମାନରେ କହିଛି ଯେ ଘଣ୍ଟା ପ୍ରତି ଦୁଇ ଇଞ୍ଚ ବେଗରେ ତୁଷାରପାତ ହେବା ସହ ପ୍ରବଳ ପବନ ଉତ୍ତର ସମତଳ ଅଞ୍ଚଳ ଏବଂ ମଧ୍ୟ ମଧ୍ୟ-ପଶ୍ଚିମ ଅଞ୍ଚଳର ଅବସ୍ଥାକୁ ଆହୁରି ଖରାପ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ଓ୍ବାଶିଂଟନ୍‌/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri