Posted inଜାତୀୟ

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଫତେପୁର, ଭଦୋହିରେ, ବଦାଉଁରେ, ଚନ୍ଦୌଲିରେ  ଏବଂ ସୋନଭଦ୍ରା ଜିଲାରେ ମିଶି ୧୦୦ରୁ ଅଧିକ ମୃତାହତ ହୋଇଛନ୍ତି। ଅନେକ ଅଞ୍ଚଳରେ ବହୁସଂଖ୍ୟାରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବା ସହ ଘର ଭାଙ୍ଗିଯାଇଥିବା ଭଦୋହି ଅତିରିକ୍ତ ଜିଲାପାଳ କୁନଓ୍ବାର ବୀରେନ୍ଦ୍ର କୁମାର ମୌର୍ଯ୍ୟ କହିଛନ୍ତି।
ଝଡ଼ ଯୋଗୁ ମୋବାଇଲ୍‌ ନେଟ୍‌ଓ୍ବର୍କ ବ୍ୟାହତ ହୋଇଥିବାରୁ ପୁନରୁଦ୍ଧାର ଓ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଜିଲାର ୩ ତହସିଲ ଅଞ୍ଚଳରେ ରିଲିଫ କାର୍ଯ୍ୟ ପରିଚାଳନା ଦାୟିତ୍ୱ ଏସ୍‌ଡିଏମ୍‌, ତହସିଲାର, ଅନ୍ୟ ଜିଲା ଅଧିକାରୀ ଓ ପୋଲିସକୁ ଦିଆଯାଇଛି। ଏହି ସଂଖ୍ୟା ବଢ଼ିପାରେ ବୋଲି ମୌର୍ଯ୍ୟ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?