କାଲିଫର୍ନିଆରେ ପ୍ରବଳ ଝଡ଼ବର୍ଷା ଆଶଙ୍କା

ଓ୍ବାଶିଂଟନ,୮ା୧: କାଲିଫର୍ନିଆରେ ପ୍ରବଳ ଝଡ଼ବର୍ଷା ଯୋଗୁ ହଜାର ହଜାର ଲୋକଙ୍କୁ ଅନ୍ଧାରରେ ରହିବାକୁ ପଡ଼ିବ। ସୋମବାର ପ୍ରବଳ ଝଡ଼ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିସହ ବୁଧବାର ପର୍ଯ୍ୟନ୍ତ ୧ରୁ ୧୨ ଇଞ୍ଚ ବର୍ଷା ହେବାର ଆଶଙ୍କା ରହିଛି। ଉତ୍ତର ଏବଂ କେନ୍ଦ୍ରୀୟ କାଲିଫର୍ନିଆ ପାଇଁ ପାଣିପାଗ ବିଭାଗ ବନ୍ୟା ସତର୍କ ସୂଚନା ଜାରି କରିଛି।

ସୂଚନାଯୋଗ୍ୟ, ଶନିବାର ଉତ୍ତର ପ୍ରଦେଶ ଏବଂ ସାନ ଫ୍ରାନ୍ସିସ୍କୋ ଏରିଆରେ ବର୍ଷା ଆରମ୍ଭ ହେବା ପରେ କାଲିଫର୍ନିଆରେ ଝଡ଼ତୋଫାନ ହୋଇଥିଲା। ଆସନ୍ତା ସପ୍ତାହରେ ପ୍ରବଳ ବର୍ଷା ଓ ତୁଷାରପାତ ପାଇଁ ଜାତୀୟ ପାଣିପାଗ ବିଭାଗ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଇଟ୍‌ ହାଉସ୍‌ରେ ସାବ୍ରିନା ସିଂ

ଓ୍ବାଶିଂଟନ୍‌, ୧୦ା୧: ଆମେରିକାର ନବ ନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଡେପୁଟି ପ୍ରେସ୍‌ ସେକ୍ରେଟାରୀ ଭାବେ ମନୋନୀତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ସାବ୍ରିନା ସିଂ। ହାରିସ୍‌...

ହାଫିଜ୍‌ ଦୋଷୀ ସାବ୍ୟସ୍ତ

ଲାହୋର,୧୨ା୧୨(ପି.ଟି.): ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଆତଙ୍କବାଦୀ ସଙ୍ଗଠନ ଜେୟୁଡି ମୁଖ୍ୟ ହାଫିଜ୍‌ ସୟିଦଙ୍କୁ ପାକିସ୍ତାନର ଆତଙ୍କବାଦ ନିରୋଧୀ ଅଦାଲତ ବୁଧବାର ଦୋଷୀ ସାବ୍ୟସ୍ତ...

କରୋନା ମୃତକଙ୍କ ପାଇଁ ସ୍ପେନରେ ୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ବାର୍ସେଲୋନା,୨୭।୬: କରୋନା ଭୂତାଣୁ ସାରା ବିଶ୍ୱର ୨୧୩ଟି ଦେଶକୁ ବ୍ୟାପିଲାଣି। ଯୁକ୍ତରାଷ୍ଟ୍ର ଆମେରିକା ଏବଂ ୟୁରୋପୀୟ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି।...

‘ଲକ୍‌ଡାଉନ ଯଥେଷ୍ଟ ନୁହେଁ’

ନୂଆଦିଲ୍ଲୀ/ଲଣ୍ଡନ,୨୩ା୩: କରୋନା ମୁକାବିଲା ଲାଗି ଲକ୍‌ଡାଉନକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବିରୋଧ କରିଛି। ଏକସଙ୍ଗେ ଯଥେଷ୍ଟ ଜନସ୍ବାସ୍ଥ୍ୟଜନିତ ପଦକ୍ଷେପ ନିଆ ନ ଗଲେ ଏହି...

ଘର ଶିଡ଼ିରୁ ଖସି ପଡ଼ିଲେ ପୁଟିନ୍‌…

ମସ୍କୋ,୪।୧୨ : ରୁଷିଆର ରାଷ୍ଟ୍ରପତି ୭୦ ବର୍ଷ ବୟସ୍କ ଭ୍ଲାଦିମିର ପୁଟିନଙ୍କ ସ୍ବାସ୍ଥ୍ୟକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। କେତେକ ରିପୋର୍ଟରେ ତାଙ୍କୁ କର୍କଟ ରୋଗରେ...

ବରଦାନ ସାବ୍ୟସ୍ତ ହୋଇପାରେ ଆଣ୍ଟିବଡିଜ୍‌

ନ୍ୟୁୟର୍କ: କରୋନା ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ରୋଗୀଙ୍କ ବ୍ଲଡ୍‌ ପ୍ଲାଜ୍‌ମା କ’ଣ ଏହି ମହାମାରୀ ସହ ଲଢ଼ିବାରେ ସହାୟକ ହେବ? କରୋନାର ଭୟାବହତା ଆଗରେ...

ମୃତଦେହ ଖୋଳି ତନାଘନା

କିଭ୍‌, ୧୪ା୪: ବୁଚା ଗଣହତ୍ୟା ପରେ ରୁଷୀୟ ସୈନ୍ୟଙ୍କ ନରଂସହାରର ପ୍ରମାଣ ପାଇଁ ତଦନ୍ତକାରୀ ଟିମ୍‌ ସେଠାରେ ପହଞ୍ଚି ଯାଞ୍ଚ ଚଳାଇଛନ୍ତି। ଶୁକ୍ରବାରଠାରୁ କିଭ୍‌ର ଫରେନ୍ସିକ୍‌...

ଜେଲେନ୍‌ସ୍କିଙ୍କୁ ବାଇଡେନ୍‌ଙ୍କ ବଡ଼ ଝଟ୍‌କା

ଓ୍ବାଶିଂଟନ୍‌/କିଭ୍‌,୩୧।୧: ଗତ ୧୧ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆ ସହ ମୁକାବିଲା ପାଇଁ ୟୁକ୍ରେନ କ୍ରମାଗତ ଭାବରେ...

Advertisement
Archives

Model This Week