ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୩୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ପିଏଡ୍‌ମୋଣ୍ଟ,୧୬ା୩: ଆମେରିକାରେ ତାଣ୍ଡବ ରଚିଛି ଘୂର୍ଣ୍ଣଝଡ଼। ଘୂର୍ଣ୍ଣଝଡ଼ରେ ସୋମବାର ସୁଦ୍ଧା ୩୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ କେନ୍ଦ୍ରୀୟ ଓ ଦକ୍ଷିଣ ଆମେରିକାରେ ଏହି ସାମୁଦ୍ରିକ ଝଡ଼ ବ୍ୟାପକ କ୍ଷୟକ୍ଷତି କରିଛି। ଘୂର୍ଣ୍ଣଝଡ଼ରେ ପବନର ବେଗ ୧୦୦ କିଲୋମିଟରରୁ ଅଧିକ ରହିଥିଲା। ଫଳରେ ଅନେକ ଘର ଭାଙ୍ଗିଯାଇ ଯାନବାହନ କ୍ଷତିଗ୍ରସ୍ତ ହୋଇଛି।

ମିସୌରୀରେ ଅନୂ୍ୟନ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବାତ୍ୟାରେ ଜଙ୍ଗଲ ନିଆଁ ବ୍ୟାପିବା ସହ ଧୂଳିଝଡ଼ ହୋଇଥିଲା। ଏଥିରେ ମିସୌରୀ, ଇଲିନୋଇସ୍‌ ଏବଂ ମିସିସିପି ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଜଙ୍ଗଲ ନିଆଁରେ ବହୁ ଘର ଜଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!

ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri