ଜୟପୁର ସହରରରେ ସେକ୍ସ ର଼୍ୟାକେଟ୍‌: ମାଷ୍ଟର ମାଇଣ୍ଡ ସମେତ ବସ୍‌ଷ୍ଟାଣ୍ତରୁ ୩ ମହିଳାଙ୍କୁ ଉଠାଇନେଲା…

ଜୟପୁର,୨୭।୪(ପବନ ପାଣିଗ୍ରାହୀ)-ଜୟପୁର ସରକାରୀ ବସଷ୍ଟାଣ୍ତ ନିକଟରୁ ସେକ୍ସ ର଼୍ୟାକେଟ୍‌ ଅଭିଯୋଗରେ ଟାଉନ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିବା ସହ ୨ ନାବାଳିକାଙ୍କୁ ବାଳସୁଧାର ଗୃହକୁ ପଠାଇଛି। ଅଭିଯୁକ୍ତା ହେଲେ ବେଢ଼ାସାହି ଅଞ୍ଚଳର ଶିଳ୍ପା ପଣ୍ଡା। ଜୟପୁର ସହରର କେତେକ ସ୍ଥାନରେ ସେକ୍ସ ରାକେଟ ଚାଲୁଥିବା ଅଭିଯୋଗ ହୋଇଥିଲା। ଏହା ପରେ ଟାଉନ ପୋଲିସ ଶନିବାର ସନ୍ଧ୍ୟାରେ ସରକାରୀ ବସ୍‌ଷ୍ଟାଣ୍ତରେ ୩ ମହିଳାଙ୍କୁ ସନ୍ଦେହ କରି ଅଟକ ରଖିଥିଲା। ମହିଳା ଏହି ରାକେଟର ମୁଖ୍ୟ ମାଷ୍ଟର ମାଇଣ୍ଡ ବୋଲି ସନ୍ଦେହ କରିଥିଲା। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ଆଉ କେତେକ ବ୍ୟକ୍ତି ଏଥିରେ ଜଡ଼ିତ ଥିବା ସନ୍ଦେହ କରୁଛି। ଟାଉନ ପୋଲିସ ମହିଳାଙ୍କୁ କୋର୍ଟ ଚାଲାଣ କରିଛି। ଜଣେ ନାବାଳିକା ମାଲକାନଗିରି ଜିଲାର ଓ ଅନ୍ୟଜଣେ ଖୋର୍ଦ୍ଧା ଜିଲାର ବୋଲି ଟାଉନଥାନା ଏସ୍‌ଆଇ ସିଦ୍ଧାର୍ଥ ବେହେରା ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ସ୍କର୍ପିଓ, ବସ୍‌ ସହ ମୁହାଁମୁହିଁ ହେଲା କାର୍‌, ଚାଲିଗଲା ୪ ଜୀବନ

କରଞ୍ଜିଆ,୨୭ା୪(କବିତା ମହାନ୍ତ) : ମୟୂରଭଞ୍ଜ କରଞ୍ଜିଆ ଥାନା ଅଞ୍ଚଳରେ ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ସ୍କର୍ପିଓ ପିଟିଥିବାରୁ ବାଇକ୍‌ରେ ଯାଉଥିବା ସ୍ବାମୀ-ସ୍ତ୍ରୀଙ୍କ ଜୀବନ ଯାଇଛି। ମୃତ…

ପାଣି ପାଇଁ ତାତିଲେ ମହିଳା: ବ୍ଲକ କାର୍ଯ୍ୟାଳୟ ଘେରାଉ…

ଆଳି,୨୭।୪(ବନମାଳୀ ସେନାପତି): ପାଣି ପାଇଁ ତାତିଲେ ମହିଳା। ପାଇପ ଯୋଗେ ଠିକ ଭାବେ ପାଣି ମିଳୁ ନ ଥିବାରୁ ମହିଳାମାନେ ବ୍ଲକ କାର୍ଯ୍ୟାଳୟ ଘେରାଉ କରି ତୁରନ୍ତ…

ବାଚସ୍ପତିଙ୍କୁ ଭେଟିଲେ ବିଜେଡି ନେତା: ନିଲମ୍ବିତ ବିଧାୟକଙ୍କ ଉପରେ ହେବ କଡ଼ା…

ଭୁବନେଶ୍ୱର,୨୭।୪: ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ…

ସରକାରଙ୍କ ଅଜବ ନିଷ୍ପତ୍ତି, ‘ମାଙ୍କଡ଼ ଧରାନ୍ତୁ ୬୦୦ ପାଆନ୍ତୁ’

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ ବଢ଼ୁଥିବା ମଣିଷ-ମାଙ୍କଡ଼ ଭିତରେ ସଂଘର୍ଷ ମଧ୍ୟରେ, ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଯାହା ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିଛି । ଯିଏ…

ଭୋଟିଂ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଥରିଉଠିଲା ବିରୋଧୀଙ୍କ ଛାତି

କୋଲକାତା,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର (୨୭ ଏପ୍ରିଲ) ପଶ୍ଚିମବଙ୍ଗର ବାରାକପୁରରେ ଏକ ‘ବିଜୟ ସଂକଳ୍ପ ସଭା’ (ବିଜୟ ପ୍ରତିଜ୍ଞା ରାଲି) ଆୟୋଜନ କରିଥିଲେ। ନିର୍ବାଚନ ରାଲିକୁ…

‘ପକେଟ୍‌ରେ ଗୋଟିଏ ପିଆଜ ରଖ, କିଛି ହେବନି’, ପ୍ରଚଣ୍ଡ ଗରମରୁ ମୁକ୍ତି ପାଇବା ପାଇଁ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଲେ ଉପଚାର

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀରୁ ଚେନ୍ନାଇ ପର୍ଯ୍ୟନ୍ତ, ସମଗ୍ର ଦେଶ ବର୍ତ୍ତମାନ ପ୍ରଚଣ୍ଡ ଗରମ ଅନୁଭୂତ ହେଉଛି । ତାପମାତ୍ରା ୫୦ ଡିଗ୍ରୀ ଛୁଇଁବାକୁ ଯାଉଛି। ଏପ୍ରିଲ ଶେଷ ହେବା…

ମୋକିମଙ୍କ ଘରେ ଦିଲୀପ, ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୭।୪: ରାଜ୍ୟ ସଭା ଏମ୍‌ପି ଦିଲ୍ଲୀପ ରାୟ ସୋମବାର କଟକ ଗସ୍ତରେ ଆସି ବରିଷ୍ଠ ନେତା ମହମ୍ମଦ ମୋକିମ୍‌ଙ୍କୁ ଭେଟିଛନ୍ତି। ଏପରିକି ମୋକିମଙ୍କ ବାସଭବନରେ ଦିଲୀପ ବିଧାୟିକା…

ଗାଁରେ ପଶିଲା ଜଙ୍ଗଲୀ ଦନ୍ତା, ବୃଦ୍ଧଙ୍କୁ ଆହତ କରିବା ପରେ ଖେଳିଗଲା ଆତଙ୍କ

ଖଇରା,୨୭ା୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ କୁତୁପୁର ଗାଁରେ ଜଙ୍ଗଲୀ ଦନ୍ତା ଅଟକି ରହିଥିବା ବେଳେ ଗ୍ରାମବାସୀ ଆତଙ୍କିତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri