ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗୀର ଟାଉନ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୨ ଦେହଜୀବିଙ୍କ ସହ ୪ ଗ୍ରାହକ ଓ ଘର ମାଲିକାଣୀଙ୍କୁ ପୋଲିସ ଅଟକ ରଖିଛି। ଏହି ସେକ୍ସ ରାକେଟ କେବେ ଠାରୁ ଚାଲୁ ଥିଲା ତାକୁ ନେଇ ନେଇ ପୋଲିସ ଅଧିକ ଖୋଳତାଡ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri