ଗେଷ୍ଟ୍‌ ହାଉସ୍‌ରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଜଣେ ଯୁବତୀଙ୍କ ସହ ୩ ଗ୍ରାହକଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଭିତରେ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଜେନ୍ଦ୍ର ପାର୍କ ନିକଟରେ ଥିବା ତିରୁପତି ଗେଷ୍ଟ ହାଉସ୍‌ରେ ସେକ୍ସ ର଼୍ୟାକେଟ୍‌ ଚାଲିଥିବା ନେଇ ଖବର ପାଇଥିଲା ଟାଉନ ଥାନା ପୋଲିସ। ଏକ ସ୍ବତନ୍ତ୍ର ଟିମ୍‌ ଗେଷ୍ଟ୍‌ ହାଉସ୍‌ ଉପରେ ଚଢ଼ାଉ କରି ଏହି ସମୟରେ ତିନି ଜଣ ଗ୍ରାହକଙ୍କୁ ଗିରଫ କରିବା ସହିତ ଜଣେ ଦେହଜୀବୀ ଯୁବତୀଙ୍କୁ ଉଦ୍ଧାର କରିଛି ପୋଲିସ। ଗିରଫ ଯୁବକମାନେ କନ୍ଧମାଳର ହୋଇଥିବା ବେଳେ, ଯୁବତୀ ଜଣକ କଟକ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାରେ ଅନ୍ୟ କାହାର ସମ୍ପୃକ୍ତି ଅଛି ସେନେଇ ଅଧିକ ଟାଉନ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ବୋଲିସ ଭାରପ୍ରାପ୍ତ ଏଡିପିଓ ସଞ୍ଜୟ ମଣ୍ଡଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ଆଓ୍ବାର୍ଡ ନେଇ କୋରାପୁଟରେ କେନ୍ଦ୍ରୀୟ ଟିମ୍‌, ୪ ବ୍ଲକ୍‌ ପରିଦର୍ଶନ କରି…

କୋରାପୁଟ/ଲକ୍ଷ୍ମୀପୁର,୨୫ା୩(ଅମିତାଭ ବେହେରା/ଅନନ୍ତ ନାୟକ)- କୋରାପୁଟ ଜିଲା ଗସ୍ତରେ ଆସିଥିବା ୨ ଜଣିଆ କେନ୍ଦ୍ରୀୟ ଟିମ୍‌ ମଙ୍ଗଳବାର ସ୍ଥାନୀୟ ମ୍ୟୁନିସିପାଲିଟି, ବ୍ଲକ, ସେମିଳିଗୁଡ଼ା,ଦଶମନ୍ତପୁର ଓ ଲକ୍ଷ୍ମୀପୁର ଆଦି...

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଟି ଆର୍‌ଆଇ ଦୀପ୍ତିରଞ୍ଜନ

ଅସ୍ତରଙ୍ଗ,୨୫ା୩(ପ୍ରଦୀପ୍ତ କୁମାର ଦୀକ୍ଷିତ)-ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଅପରାହ୍ନରେ ଅସ୍ତରଙ୍ଗ ତହସିଲ୍‌ ଅଧୀନ କେନ୍ଦ୍ରାପଟି ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଦୀପ୍ତିରଞ୍ଜନ ମହାପାତ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଖବର...

ବିଧାନସଭାରେ ଠେଲାପେଲା, ଆହତ ହେଲେ…

ଭୁବନେଶ୍ୱର,୨୫।୩: ବିଧାନସଭାରେ ସୁରକ୍ଷାକର୍ମୀ-କଂଗ୍ରେସ ବିଧାୟକ ମୁହାଁମୁହିଁ ହୋଇଛନ୍ତି। ଲବି ଗେଟ ବନ୍ଦ କରିବାକୁ ନେଇ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଲବିକୁ ଆସୁଥିବାବେଳେ ଗୃହକୁ ପ୍ରବେଶ...

ବିଧାନସଭାରେ ସୁରକ୍ଷାକର୍ମୀ-ବିଧାୟକ ଠେଲାପେଲା, ତାତିଲା କଂଗ୍ରେସ

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ ଜଣ ସଦସ୍ୟ ଆସନ୍ତା ୭ଟି କାର୍ଯ୍ୟଦିବସ ଲାଗି ଗୃହରୁ ନିଲମ୍ବିତ ହୋଇଛନ୍ତି। ବିଧାନସଭାରେ ଚରମ ବିଶୃଙ୍ଖଳା କରୁଥିବା ଅଭିଯୋଗ ଅଣାଯାଇ ସେମାନଙ୍କୁ...

ଅଭିଯୁକ୍ତଙ୍କୁ ନେଇ ସିନ୍‌ ରିକ୍ରିଏଶନ କଲା ପୋଲିସ,ବଳାତ୍କାରର ଡେମୋ ଦେଖାଇଲେ…

ସୋରଡା,୨୫ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଗାଜଲବାଡି ଖଜୁରିପଲି ଗ୍ରାମ ନିକଟ କୋଟାମଣି ପାହାଡ ତଳ ଜଙ୍ଗଲରୁ ଗତ ଶନିବାର ନର କଙ୍କାଳ ଓ ଖପୁରି...

ଋଷିକୂଲ୍ୟା ବଞ୍ଚାଓ ଅଭିଯାନ ପଦଯାତ୍ରା ଉଦ୍‌ଯାପିତ

ଗଞ୍ଜାମ, ୨୫।୩(ବିଦ୍ୟାଧର ସାହୁ ): ଋଷିକୂଲ୍ୟା ପାଣି ଲୋକଙ୍କର, କମ୍ପାନୀକୁ ପାଣି ଯୋଗାଇବା, ଋଷିକୂଲ୍ୟା ଉପର ଖଣ୍ଡରେ ପ୍ରବାହିତ ଡ୍ୟାମ ନିର୍ମାଣ ବାତିଲ ଆଦି ଦାବିରେ...

ଦିଗପହଣ୍ଡିରେ ଦଣ୍ଡନାଚର ଶୁଭାରମ୍ଭ, ମନସ୍କାମନା ପୂରଣ ଲାଗି…

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମଙ୍ଗଳବାର ଠାରୁ ମା ’ ଦଣ୍ଡକାଳୀଙ୍କ ୨୧ ଦିନବ୍ୟାପୀ ଦଣ୍ଡଯାତ୍ରାର ଶୁଭାରମ୍ଭ ହୋଇଛି। ମାନସିକ ଧାରୀ...

ଟିକାବାଲି ଅଞ୍ଚଳରେ ଚାଞ୍ଚଲ୍ୟ, ବିଲ ଭିତରେ ଯୁବକଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

ଫୁଲବାଣୀ, ୨୫।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ତାଙ୍କ ମୁଣ୍ଡ କାଟି ନେଇ ପଳେଇଛନ୍ତି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri