ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ କରିଛି। କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ, ୪ଜଣ ଗ୍ରାହକଙ୍କୁ ପୋଲିସ ଧରିଛି। ଗତ କିଛି ଦିନ ଧରି ଏହି ସେକ୍ସ ସ୍କାଣ୍ଡାଲ ଚାଲିଥିଲା। କୌଣସି ସୂତ୍ରରୁ ଖବରପାଇ କ୍ରାଇମବ୍ରାଞ୍ଚ ଓ ସ୍ପେଶାଲ ସ୍କାଡ୍‌ ଇନଚାର୍ଜ ରବି ନାରାୟଣ ଭଞ୍ଜଙ୍କ ନେତୃତ୍ୱରେ ଟିମ୍‌ ଚଢ଼ାଉ କରିଥିଲା। ଆଜି ପୂର୍ବାହ୍ନରେ ପୋଲିସ ଚଢ଼ାଉ ସମୟରେ ଘର ଭିତରୁ କବାଟ ନ ଖୋଲିବାରୁ କବାଟ ଭାଙ୍ଗି ଭିତରେ ପଶିଥିଲେ। ସେତେବେଳେ ଘର ଭିତରେ ଗ୍ରାହକ ଓ ଦେହଜୀବୀମାନଙ୍କୁ ଅସଞ୍ଜତ ଅବସ୍ଥାରେ ଧରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ଭୁଲ ପାଇଁ ଚାଲିଗଲା ଭାରତୀୟ ଛାତ୍ରୀଙ୍କ ଜୀବନ ଏବେ ପରିବାରକୁ ମିଳିବ ୨୬୨ କୋଟି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୨।୨: ଆମେରିକାର ସିଆଟେଲ ସହର ୨୩ ବର୍ଷୀୟ ଭାରତୀୟ ଛାତ୍ରୀ ଜାହ୍ନବୀ କାଣ୍ଡୁଲାଙ୍କ ପରିବାର ସହିତ ୨୯ ନିୟୁତ ଡଲାର (ପ୍ରାୟ ୨୬୨ କୋଟି)ର ସମାଧାନ ପାଇଁ…

ହଠାତ୍ ଭୋକ ଲାଗିବା ବନ୍ଦ ହୋଇଯାଉଛି କି? ସାବଧାନ! ହୋଇପାରେ ଗମ୍ଭୀର ରୋଗର ଲକ୍ଷଣ

କିଛି ଲୋକଙ୍କର ହଠାତ୍ ସ୍ୱାଭାବିକ ଭୋକ କମିଯାଏ । ଏହାକୁ ପ୍ରାୟତଃ ଥକ୍କାପଣ, ପାଗ କିମ୍ବା ଦିନଚର୍ଯ୍ୟାରେ ପରିବର୍ତ୍ତନ ବୋଲି ଖାରଜ କରାଯାଏ । ଭୋକ ଆମ…

T20 World Cupରେ ଇତିହାସ ରଚିଲା ଶ୍ରୀଲଙ୍କା, ଓମାନକୁ…

ନୂଆଦିଲ୍ଲୀ,୧୨।୨: ଟି-୨୦ ବିଶ୍ୱକପର ପ୍ରଥମ ମ୍ୟାଚରେ ଶ୍ରୀଲଙ୍କା ଓମାନକୁ ୧୦୫ ରନରେ ପରାସ୍ତ କରିଛି। ଗୁରୁବାର ଅନୁଷ୍ଠିତ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୨୦…

୪ ଦିନ ପରେ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ, ଚପଲ ଭାସିବା ପରେ….

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ବାଟେଣି ପୋଖରୀରେ ମୃତଦେହ ଭାସୁଥିବା ଦେଖାଯାଇଛି । ନିଖୋଜର ୪ଦିନ ପରେ ଗୁରୁବାର ମିଳିଲା ମୃତଦେହ । ମୃତକ…

ଲୋଇସିଂହା ବିଧାୟକ କପ ଫୁଟବଲ: ସରିଲା ଲିଗ ପର୍ଯ୍ୟାୟ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ) ସାସ୍ଥ୍ୟ ମନ୍ତ୍ରୀଙ୍କ ଉଦ୍ୟମ କ୍ରମେ ଲୋଇସିଂହା ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ନିର୍ବାଚନ ମଣ୍ଡଳୀ ଅଧୀନ ୩ ବ୍ଲକରେ ଚାଲିଥିବା ଲିଗ…

ଯାହା ଭୟ କରୁଥିଲା ପାକିସ୍ତାନ, ତାହା କରିଦେଲା ଭାରତ: ୧୧୪ ରାଫାଲ ଜେଟ୍‌କୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୨:ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇବାକୁ ଯାଉଛି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ ରାଫାଲ ଲଢ଼ୁଆ ବିମାନ ପାଇଁ ଭାରତ ଏବଂ ଫ୍ରାନ୍ସ…

ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ……

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା…

ବଲାଙ୍ଗୀର ବନ୍ଦ ସଫଳ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର,୧୨ା୨(ସୁନିଲ କୁମାର ମହାନ୍ତି): ଏଆଇଟିୟୁସିର ପକ୍ଷରୁ ଭାରତ ବନ୍ଦ ପରିପ୍ରେକ୍ଷୀରେ ବଲାଙ୍ଗୀରରେ କୋଶଳ କଳା ମଣ୍ଡଳ ପଡ଼ିଆରୁ ଗୁରୁବାର ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri