Posted inଜାତୀୟ

ଲିଭ୍‌ ଇନ୍‌ ରିଲେଶନ ଯୋଗୁ ବୃଦ୍ଧି ପାଉଛି ଯୌନ ଅପରାଧ, କହିଲେ ହାଇକୋର୍ଟ…

ଭୋପାଳ, ୨୦।୪ : ଭାରତୀୟ ସାମ୍ବିଧାନିକ ଧାରା ୨୧ ଅନ୍ତର୍ଗତ ଲିଭ୍‌ ଇନ୍‌ ରିଲେଶନକୁ ସ୍ବୀକୃତି ପ୍ରଦାନ କରାଯାଇଛି। ତେବେ ଏହାଯୋଗୁ ସମାଜରେ ଯୌନ ଅପରାଧ ବୃଦ୍ଧି ପାଇବା ସହିତ କାମୁକ ବ୍ୟବହାରକୁ ବାଢ଼ିବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଛି ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ମାମଲାର ବିଚାର କରି କହିଛନ୍ତି। ବିଚାରପତି ସୁବୋଧ ଅଭୟଙ୍କରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି।

କିଛି ଲୋକେ ଏହି ସ୍ବତନ୍ତ୍ରତାର ଅପବ୍ୟବହାର କରୁଥିବା ଖଣ୍ଡପୀଠ କହିଛନ୍ତି। ଏହା ସହିତ ଖଣ୍ଡପୀଠ ଜଣେ ୨୫ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଅଗ୍ରୀମ ଜାମିନ ନାମଞ୍ଜୁର କରିଛନ୍ତି। ସେ ଲିଭ୍‌ ଇନ୍‌ରେ ରହୁଥିବା ମହିଳା ସାଥୀ ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିଲେ।

ମହିଳା ଜଣଙ୍କ ବାରମ୍ବାର ଗର୍ଭବତୀ ହୋଇଥିବା ଅଭିଯୋଗ କରିଥିଲେ। ପରେ ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ଛାଡ଼ି ଚାଲିଯାଇଥିବା ମହିଳା ଜଣକ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଏବେ ସମ୍ପୃକ୍ତ ମହିଳାଙ୍କର ଅନ୍ୟ ଜଣେ ବ୍ୟକ୍ତିଙ୍କ ସହିତ ବିବାହ ହେବାକୁ ସ୍ଥିର ହୋଇଛି। ତେବେ ଅଭିଯୁକ୍ତ ବ୍ୟକ୍ତି ଜଣଙ୍କ ମହିଳାଙ୍କର କେତେକ ଆପତ୍ତିଜନକ ଫଟୋ ଏବଂ ଭିଡ଼ିଓ ପଠାଇ ଏଥିରେ ବାଧା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି।...

ପାଣି ନଷ୍ଟ କଲେ ଏଣିକି ୫ ବର୍ଷ ଜେଲ ସହ ଦେବାକୁ ପଡିବ ଏକ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୪ ।୧୦: ପାଣି ନଷ୍ଟ କରିବା ଲୋକେ ଏବେ ସାବଧାନ । କାରଣ କୌଣସି ବ୍ୟକ୍ତି ଅଥବା ସରକାରୀ ସଂସ୍ଥା ଯଦି ଭୂତଳରୁ ମିଳୁଥିବା ଜଳ...

ଶାନନ ଢାକା ଏନଡ଼ିଏ ମହିଳା ଟପ୍ପର…

ନୂଆଦିଲ୍ଲୀ, ୨୨।୬ : ହରିୟାଣାର ରୋହତକ ଶାନନ ଢାକା ଭାରତୀୟ ସେନାରେ ମହିଳାମାନଙ୍କ ପ୍ରଥମ ଏନଡିଏ ବ୍ୟାଚରେ ଟପ୍ପର ହୋଇଛନ୍ତି। ଏହାକୁ ନେଇ ତାଙ୍କ ଗାଁ...

୩ ମାସ ପରେ କଶ୍ମୀରରେ ଖୋଲିଲା ସ୍କୁଲ

ଶ୍ରୀନଗର, ୨୦ା୧୧(ପି.ଟି.) : ଦୀର୍ଘ ୩ ମାସ ପରେ ପୁଣି କଶ୍ମୀରରେ ମଙ୍ଗଳବାର ସ୍କୁଲ ଖୋଲିଛି। ୩୭୦ ଅନୁଚ୍ଛେଦ ହଟାଇ ଦିଆଯିବା ପରେ ପରିସ୍ଥିତିକୁ ଦେଖି...

ସିଏଏ କାର୍ଯ୍ୟକାରୀ କରିବାକୁ ରାଜ୍ୟ ବାଧ୍ୟ

ନୂଆଦିଲ୍ଲୀ,୧୪ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ୨୦୧୯କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟଗୁଡ଼ିକ ବାଧ୍ୟ। ସମ୍ବିଧାନର ସପ୍ତମ ପରିଚ୍ଛେଦ ଅନୁସାରେ ଏହି ଆଇନ ଅଣାଯାଇଥିବାରୁ ଏହାକୁ...

ଟିଏମସି ନେତା ସାକେତ ଗୋଖଲେଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୧୭।୪: ମନି ଲଣ୍ଡରିଂ ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି) ନେତା ସାକେତ ଗୋଖଲେଙ୍କୁ ସୋମବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଦାନ ମାଧ୍ୟମରେ ସଂଗୃହୀତ ପାଣ୍ଠିର...

ସଞ୍ଜୟଙ୍କ ବିବାଦୀୟ ବୟାନକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୧୬।୧: ଶିବାସନା ନେତା ସଞ୍ଜୟ ରାଉତ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଇନ୍ଦିରା ଗାନ୍ଧୀଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ଏବେ ରାଜନୈତିକ ମୋଡ ନେଇଛି। ଏହାକୁ...

ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ, ଶିନ୍ଦେ କଲେ ଲୋକାର୍ପଣ-ଏନସିପି କ୍ଷୀରରେ କଲା ଶୁଦ୍ଧିକରଣ…

ମୁମ୍ବାଇ, ୧୭।୯ : ମହାରାଷ୍ଟ୍ରରେ ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଔରଙ୍ଗାବାଦରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଲୋକାର୍ପଣ...

Advertisement
Archives

Model This Week