କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଶିକ୍ଷକ ନିଲମ୍ବିତ

ବାରିପଦା,୨୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ପ୍ରତିମାଦେଇପୁର ବିଦ୍ୟାଳୟର କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ନେଇ ଭଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି। ଏଭଳି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ। ଯାହାକୁ ନେଇ ଅଭିଭାବକ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି।

ବିଦ୍ୟାଳୟର ଜନୈକ ଶିକ୍ଷକ ଛାତ୍ରୀମାନଙ୍କୁ ସ୍ନେହ ଆଦର କରିବା ବାହାନାରେ ଅସଦାଚରଣ କରୁଥିଲେ। ଏପରିକି ୮/୧୦ ଛାତ୍ରୀଙ୍କୁ ଯୌନ ଉତ୍ପୀଡ଼ନ କରାଇବା ସହ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ନ ଜଣାଇବାକୁ ଧମକ ଚମକ ବି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?