Posted inଖେଳ

ଜାତୀୟ ଶୁଟିଂ କୋଚ୍‌ଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୮ା୧: ଭାରତୀୟ ଶୁଟିଂ ଦଳର କୋଚିଂ ଷ୍ଟାଫ୍‌ର ପ୍ରମୁଖ ସଦସ୍ୟ ଅଙ୍କୁଶ ଭରଦ୍ୱାଜଙ୍କ ବିରୋଧରେ ଜଣେ ନାବାଳିକା ଶୁଟର ଗୁରୁବାର ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏଥିଯୋଗୁ ଭରଦ୍ୱାଜଙ୍କୁ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆର୍‌ଏଆଇ) ପକ୍ଷରୁ ନିଲମ୍ୱିତ କରାଯାଇଛି। ତାଙ୍କ ବିରୋଧରେ ଫରିଦାବାଦରେ ପୋକ୍‌ସୋ ଆଇନର ଧାରା ୬ ଓ ଭାରତୀୟ ନ୍ୟାୟ ସଂହିତାର ୩୫୧(୨) ଦଫାରେ ମାମଲା ରୁଜୁ କରାଯାଇଛି।

ପକ୍ଷରୁ ଭରଦ୍ୱାଜଙ୍କୁ ନିଲମ୍ୱିତ କରାଯାଇଛି ଏବଂ ଆମେ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବୁ। ତାଙ୍କୁ ନୈତିକତା ଆଧାରରେ ନିଲମ୍ୱିତ କରାଯାଇଛି। ବର୍ତ୍ତମାନ ତାଙ୍କୁ ନିଜକୁ ନିର୍ଦ୍ଦୋଷ ପ୍ରମାଣ କରିବାକୁ ପଡ଼ିବ। ତଦନ୍ତ ଶେଷ ନ ହେବା ପର୍ଯ୍ୟନ୍ତ ସେ କୌଣସି କୋଚିଂ କାର୍ଯ୍ୟକଳାପରେ ସାମିଲ ହେବେ ନାହିଁ ବୋଲି ଏନ୍‌ଆର୍‌ଏଆଇ ସମ୍ପାଦକ ରାଜିବ ଭାଟିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା…

ସମ୍ବଲପୁର କପ୍‌ ଫୁଟବଲ: ସମଲେଶ୍ୱରୀ ସ୍ପୋର୍ଟିଂକୁ ହରାଇ ଫାଇନାଲରେ କେରଳ

ସମ୍ବଲପୁର,୨୬ା୨(ବି.ଶଙ୍କର): ସମଲେଶ୍ୱରୀ ସ୍ପୋର୍ଟିଂ ପକ୍ଷରୁ ଆୟୋଜିତ ୧୪ତମ ସର୍ବଭାରତୀୟ ସମ୍ବଲପୁର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କେରଳ ଷ୍ଟେଟ୍‌ ଇଲେଷ୍ଟ୍ରିସିଟି ବୋର୍ଡ ବିଜୟୀ…

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ

କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌…

ପ୍ରଧାନାଚାର୍ଯ୍ୟ ଜାନକୀ ବଲ୍ଲଭଙ୍କ ପରଲୋକ

ଦିଗପହଣ୍ଡି,୨୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁ ବାସିନ୍ଦା ଜାନକୀ ବଲ୍ଲଭ ବିଷୋୟୀଙ୍କ ୫୭ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। ଦିଗପହଣ୍ଡି…

T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଅଭିଷେକ ଶର୍ମା…

କାହିଁକି ଖେଳାଳିଙ୍କ ସୁରକ୍ଷା ମାଗିଲେ ଶ୍ରୀଲଙ୍କା ଅଧିନାୟକ, ଜାଣନ୍ତୁ…

କଲମ୍ବୋ,୨୬ା୨: ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି କେବଳ ଖେଳାଳିଙ୍କ ଫିଟ୍‌ନେସ ଓ ଫର୍ମ ଦାୟୀ ନୁହେଁ, ବରଂ ଦଳ ବାହାରେ ସୃଷ୍ଟି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri