ଯୌନ ଉତ୍ପୀଡ଼ନ ଅଭିଯୋଗ: ମିସ ୟୁନିଭର୍ସ ସଂଗଠନ ଇଣ୍ଡୋନେସିଆ ଫ୍ରାଞ୍ଚାଇଜ ସହିତ ସମ୍ପର୍କ କଲା ଛିନ୍ନ…

ଜାକର୍ତ୍ତା,୧୪।୮ : ଯୌନ ଉତ୍ପୀଡ଼ନ ଅଭିଯୋଗ ପରେ ମିସ ୟୁନିଭର୍ସ ସଂଗଠନ ଏହାର ଇଣ୍ଡୋନେସିଆ ଫ୍ରାଞ୍ଚାଇଜ ସହିତ ସମ୍ପର୍କ ଛିନ୍ନ କରିଦେଇଛି। ମିସ ୟୁନିଭର୍ସ ସଂଗଠନ କହିଛି ଇଣ୍ଡୋନେସିଆରେ ଆମେ ଯାହା ଦେଖିଲୁ ତାହାକୁ ଦୃଷ୍ଟିରେ ରଖି ଏହା ସ୍ପଷ୍ଟ ହୋଇଛି ଏହି ଫ୍ରାଞ୍ଚାଇଜ ଆମର ବ୍ରାଣ୍ଡ ମାନଦଣ୍ଡ ଅନୁଯାୟୀ କାର୍ଯ୍ୟ କରି ନାହିଁ। ଇଣ୍ଡୋନେସିଆର ପିଟି କ୍ୟାପେଲା ସ୍ବସ୍ତିକା କାରୟା ଦ୍ୱାରା ଆୟୋଜିତ ମାଲେସିଆ ସଂସ୍କରଣ ମଧ୍ୟ ବାତିଲ ହେବ ବୋଲି ସଂଗଠନ କରିଛି।

କ୍ୟାପେଲା ସ୍ବସ୍ତିକାର ଜାତୀୟ ନିର୍ଦ୍ଦେଶକ ପପି କ୍ୟାପେଲା ଇନଷ୍ଟାଗ୍ରାମରେ ଏକ ବିବୃତ୍ତିରେ ଶରୀର ଯାଞ୍ଚରେ ଜଡିତ ଥିବା କଥାକୁ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ଆମେ କୌଣସି ପ୍ରକାର ହିଂସା କିମ୍ବା ଯୌନ ଉତ୍ପୀଡ଼ନକୁ ବିରୋଧ କରୁ।

ରଏଟର୍ସ ରିପୋର୍ଟ କରିଥିଲା ଇଣ୍ଡୋନେସିଆ ପ୍ରତିଯୋଗିତାରେ ୬ ଜଣ ପ୍ରତିଯୋଗୀ ପୋଲିସ ନିକଟରେ ଅଭିଯୋଗ କରିଥିଲେ ଏବଂ ଆୟୋଜକମାନଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ କରିଥିଲେ। ସେମାନଙ୍କ ଟପଲେସ ଶରୀର ଯାଞ୍ଚ କରାଯାଇଥିବା ଅଭିଯୋଗ କରିଥିଲେ।

ମିସ ୟୁନିଭର୍ସ ସଂଗଠନ କହିଛି ଏହି ପ୍ରକାର ଆଚରଣ ଯେପରି ନ ହୁଏ ସେଥିପାଇଁ ଏହାର ଫ୍ରାଞ୍ଚାଇଜ ଚୁକ୍ତି ଏବଂ ନୀତିର ମୂଲ୍ୟାଙ୍କନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri