Posted inଜାତୀୟ

୧ ନିୟୁତ ଡଲାର ଦେବ ଏସ୍‌ଏଫ୍‌ଜେ

ନୂଆଦିଲ୍ଲୀ, ୩୦।୧୧(ଆଇଏଏନ୍‌ଏସ୍‌): ହଜାର ହଜାର କୃଷକ ଦିଲ୍ଲୀର ତିନୋଟି ଆନ୍ତଃରାଜ୍ୟ ସୀମାରେ ଆନ୍ଦୋଳନ ଚଳାଇଥିବାବେଳେ ବେଆଇନ ପୃଥକବାଦୀ ସଂଗଠନ ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ଗୋଳିଆ ପାଣିରୁ ମାଛ ଧରିବାକୁ ଉଦ୍ୟମ କରିଛି। ହରିୟାଣାରେ ପୋଲିସ କାର୍ଯ୍ୟାନୁଷ୍ଠାନରେ ଆହତ ଓ କ୍ଷତିଗ୍ରସ୍ତ ହୋଇଥିବା ଚାଷୀମାନଙ୍କ ପାଇଁ ଉକ୍ତ ସଂଗଠନ ୧ ନିୟୁତ ଡଲାର ସହାୟତା ଘୋଷଣା କରିଛି। ଏହା ଜଣାପଡ଼ିବା ପରେ ସୁରକ୍ଷା ଏଜେନ୍ସିଗୁଡ଼ିକର ଚିନ୍ତା ବଢ଼ିଯାଇଛି। ଏସ୍‌ଏଫ୍‌ଜେ ସହାୟତା ନାମରେ ପରିସ୍ଥିତିରୁ ଫାଇଦା ଉଠାଇବା ପାଇଁ ନିରୀହ କୃଷକମାନଙ୍କୁ ପ୍ରବର୍ତ୍ତାଇପାରେ। ସେଥିପାଇଁ ସାଦା ପୋଷାକଧାରୀ ସୁରକ୍ଷା କର୍ମୀମାନେ ଏସ୍‌ଏଫ୍‌ଜେ ସମର୍ଥକଙ୍କ ଉପରେ କଡ଼ା ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ଗଣ ବଳାତ୍କାର ମାମଲା: ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ ୩ ଦୋଷୀ

ନୂଆଦିଲ୍ଲୀ,୩।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଫାଶିଦଣ୍ଡାଦେଶ କରାଯାଇଥିବା ୪ ଦୋଷୀଙ୍କ ମଧ୍ୟରୁ ୩ ଜଣ ସୋମବାର ସୁପ୍ରିମ୍‌କୋର୍ଟ ଯିବେ। ସେମାନଙ୍କ ମଧ୍ୟରୁ ଜଣେ ପୁନର୍ବିଚାର...

ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ପାକିସ୍ତାନ ସେନା ନିହତ

ଶ୍ରୀନଗର,୨୧।୨: ପାକିସ୍ତାନ ସେନା ପକ୍ଷରୁ କରାଯାଇଥିବା ଅସ୍ତ୍ରବିରତି ଉଲ୍ଲଂଘନର କଡା ଜବାବ ଦେଇଛି ଭାରତୀୟ ସେନା। ଭାରତୀୟ ସେନାଙ୍କ ଗୁଳିରେ ଗୁରୁବାର ଜଣେ ପାକିସ୍ତାନ ସେନାଙ୍କ...

ମିଶନ ଉତ୍ତରପ୍ରଦେଶ,ମମତା-କେଜ୍ରିଓ୍ବାଲଙ୍କ ଫର୍ମୂଲା ଅନୁସରଣ କରୁଛନ୍ତି ପ୍ରିୟଙ୍କା-ମାୟା-ଅଖିଳେଶ…

ଲକ୍ଷ୍ନୌ,୧୨।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭୋଟରଙ୍କୁ ହାତେଇବା ପାଇଁ କଂଗ୍ରେସ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ବହୁଜନ ସମାଜବାଦୀ ପାର୍ଟିର ମାୟାବତୀ...

ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମୋଦିଙ୍କ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ଗ୍ରହଣ କରିବାକୁ ଯାଉଥିବାବେଳେ ଦଳର ସାଙ୍ଗଠନିକ ଦାୟିତ୍ୱ ବରିଷ୍ଠ ଭାଜପା ନେତା...

ଡାକ୍ତରଙ୍କ ଧର୍ମଘଟ: କେନ୍ଦ୍ର ସରକାର ଏବଂ ମେଡ଼ିକାଲ କାଉନସିଲ୍‌କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨।୧୨: ଦେଶରେ ଜାରି ରହିଥିବା ଡାକ୍ତରଙ୍କ ଧର୍ମଘଟ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଏବଂ ମେଡ଼ିକାଲ କାଉନସିଲ୍‌କୁ ନୋଟିସ୍‌ ଜାରି କରିଛନ୍ତି। ଧର୍ମଘଟ ବିରୋଧରେ ଦାଖଲ...

ଶଶିକଳାଙ୍କ ପାଇଁ କଡା ସୁରକ୍ଷା ବ୍ୟବସ୍ଥା

ବେଙ୍ଗାଲୁରୁ,୮ ।୨: ଏଆଇଏଡିଏମ୍‌କେରୁ ବହିସ୍କୃତ ହୋଇଥିବା ନେତ୍ରୀ ଶଶିକଳା ସୋମବାର ବେଙ୍ଗାଲୁରୁରୁ ତାମିଲନାଡୁ ଫେରୁଛନ୍ତି । ଏଥିପାଇଁ ହୋସୁରର କର୍ନାଟକ-ତାମିଲନାଡୁ ସୀମାରେ କଡା ସୁରକ୍ଷା ବ୍ୟବସ୍ଥା...

ଧରା ପଡ଼ିଲେ ୬ ବାଂଲାଦେଶୀ ଅନୁପ୍ରବେଶକାରୀ…

ନୂଆଦିଲ୍ଲୀ, ୧୦।୪ : ସୀମା ସୁରକ୍ଷା ବଳ (ବିଏସଏଫ) ହାତରେ ୬ ଜଣ ବାଂଲାଦେଶୀ ନାଗରିକ ଭାରତ ସୀମାରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ...

ଛଅ ବର୍ଷରେ ୧୫ ଏମ୍ସକୁ ମିଳିଛି ମଞ୍ଜୁରୀ, ୨୦୧୪ ପର୍ଯ୍ୟନ୍ତ ଥିଲା ମାତ୍ର ଛଅ: ମୋଦି

ନୂଆଦିଲ୍ଲୀ,୨୬ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନସିଂ ଜରିଆରେ ତାମିଲନାଡୁର ଡା. ଏମ୍‌ଜିଆର୍ ମେଡିକାଲ ୟୁନିଭର୍ସିଟିର ୩୩ ତମ ଦିକ୍ଷାନ୍ତ ସମାରୋହକୁ ସାମ୍ବୋଧିତ...

Advertisement
Archives

Model This Week