‘ଶାକୁନ୍ତଳମ’ର ଫାଷ୍ଟ ଲୁକ୍ ରିଲିଜ

ଚେନ୍ନାଇ: ଏବେ ସାଉଥ୍ ଫିଲ୍ମର ଜଲୱା ଦେଖିବାକୁ ମିଳିଛି । ନିକଟରେ ସାଉଥର ଆଉ ଏକ ଐତିହାସିକ ଫିଲ୍ମର ଫାଷ୍ଟ ଲୁକ ରିଲିଜ ହୋଇଛି । ଯାହା ପୁଣିଥରେ ‘ବାହୁବଳୀ’କୁ ମନେପକାଇ ଦେଇଛି । ଏହାର ନାମ ରହିଛି ‘ଶାକୁନ୍ତଳମ’ । ଏଥିରେ ସାଉଥର ସୁପର ହିଟ୍ ନାୟିକା ସାମନ୍ଥା ରୁଥ ପ୍ରଭୁ ଲିଡ ରୋଲରେ ନଜର ଆସିବେ । ସାମନ୍ଥାଙ୍କ ବ୍ୟତୀତ ଫିଲ୍ମରେ ବ୍ଲକବଷ୍ଟର ଅଭିନେତା ଅଲ୍ଲୁ ଅର୍ଜୁଙ୍କ ଝିଅ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ । ‘ଶାକୁନ୍ତଳମ’ ଫିଲ୍ମ କାଳିଦାସଙ୍କ ପୌରାଣିକ କାହାଣୀ ‘ଶକୁନ୍ତଳମ’ ଉପରେ ଆଧାରିତ । ଏଥିରେ ଶକୁନ୍ତଳା ଓ ଦୁଷ୍ମନ୍ତଙ୍କ ପ୍ରେମ କାହାଣୀ ଦେଖିବାକୁ ମିଳିବ । ଏହି କାଳ୍ପନିକ କାହାଣୀର ନୂଆ ସଂସ୍କରଣ ନିର୍ମାଣ କରାଯାଉଛି । ସାମନ୍ଥା ଏହି ପୌରାଣିକ ଡ୍ରାମରେ ରାଜକୁମାରୀ ଶକୁନ୍ତଳା ଭୂମିକାରେ ନଜର ଆସିବେ । ସାମନ୍ଥାଙ୍କ ଅପୋଜିଟରେ ଆକ୍ଟର ଦେବ ମୋହନ ଦୁଷ୍ମନ୍ତ ଭୂମିକାରେ ନଜର ଆସିବେ । ଅନ୍ୟପଟେ ଅଲ୍ଲୁ ଅର୍ଜୁନଙ୍କ ଝିଅ ଅଲ୍ଲୁ ଅରହା ରାଜକୁମାରୀ ଭରତଙ୍କ ଭୂମିକାରେ ନଜର ଆସିବେ । ଏହି ଫିଲ୍ମର ନିର୍ମାଣ ଗତବର୍ଷ ଫେବୃୟାରୀ ୨୦୨୧ରେ ଆରମ୍ଭ ହୋଇଥିଲା ଏବେ ଏହା ସମ୍ପୂର୍ଣ୍ଣ ହୋଇଛି । ଫିଲ୍ମଟି ଚଳିତ ବର୍ଷ ୪ ନଭେମ୍ବର ୨୦୨୨ରେ ରିଲିଜ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?