Posted inଖେଳ

ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ ଆଘାତପ୍ରାପ୍ତ ପ୍ରତୀକା ରାଓ୍ୱଲଙ୍କ ବଦଳରେ ସେଫାଳିଙ୍କୁ ଭାରତୀୟ ଦଳରେ ନିଆଯାଇଥିଲା। ସେ ୭୮ ବଲ୍‌ରେ ୮୭ ରନ କରିଥିଲେ, ଯାହାକି ଏକ ମହିଳା ବିଶ୍ୱକପ୍‌ ଫାଇନାଲରେ ଜଣେ ଭାରତୀୟ ଓପନର ହିସାବରେ ଏହା ସର୍ୱାଧିକ। ନବି ମୁମ୍ୱାଇରେ ଶେଫାଳିଙ୍କ ଏହି ଇନିଂସ ବଳରେ ଭାରତ ୭ ଉଇକେଟରେ ୨୯୮ ରନ କରି ମ୍ୟାଚ୍‌କୁ ୫୨ ରନରେ ଜିତି ପ୍ରଥମ ଥର ବିଶ୍ୱକପ୍‌ ଟ୍ରଫି ହାସଲ କରିଥିଲା।

ଶେଫାଳି ଓ ଓପନର ସ୍ମୃତି ମନ୍ଧାନା ଓପନିଂ ପାର୍ଟନରଶିପ୍‌ରେ ୧୦୪ ରନ ଯୋଗ କରିବା ଦ୍ୱାରା ଭାରତ ଏକ ବଡ଼ ସ୍କୋର ଛିଡ଼ା କରିପାରିଥିଲା। ୨୧ ବର୍ଷୀୟ ଏହି କ୍ରିକେଟର ଥାଇଲାଣ୍ଡର ଥିପାଚା ପୁଥାଓଙ୍ଗ୍‌ ଏବଂ ୟୁଏଇର ଇଶା ଓଜାଙ୍କୁ ପଛରେ ପକାଇ ପ୍ରଥମ ଥର ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ଜିତିପାରିଛନ୍ତି।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri