ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିଠାରେ, ଅପରାହ୍ନ ୨ଟା ୨୫ରେ କୋରେଇ ନିର୍ବାଚନମଣ୍ଡଳୀର ପାଣିକୋଇଲିଠାରେ ଏବଂ ଅପରାହ୍ନ ୪ଟାରେ ନିମାପଡ଼ାଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ରେ ରାଇରଙ୍ଗପୁରଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେବେ। ଏହାପରେ ବିଶ୍ୱଶର୍ମା ମଧ୍ୟାହ୍ନ ୧୨ଟା ୧୫ରେ ମୋରଡା ନିର୍ବାଚନମଣ୍ଡଳୀର ସୁଳିଆପଦା, ଅପରାହ୍ନ ୨ଟା ୧୫ରେ ସୋରର ରଘୁନାଥପୁର, ଅପରାହ୍ନ ୪ଟାରେ ଜଗତ୍‌ସିଂହପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବାହ୍ନ ୧୦ଟାରେ ବଡ଼ଚଣା, ପୂର୍ବାହ୍ନ ୧୧ଟାରେ ଧର୍ମଶାଳା, ମଧ୍ୟାହ୍ନ ୧୨ଟା ୧୫ରେ ବିଞ୍ଝାରପୁରଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ା ଏହାପରେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ସହ କୋରେଇଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri