ଆଜି ଆସୁଛନ୍ତି ଶାହା

ଭୁବନେଶ୍ୱର,୭।୮(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ଭାଜପା ପକ୍ଷରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯିବ ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି। ଶନିବାର ରାଜ୍ୟ କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି ଯେ, ଶାହା ପହଞ୍ଚିବା ପରେ ଭୁବନେଶ୍ୱରରେ ରାତ୍ରିଯାପନ କରିବେ। ୮ତାରିଖ ସକାଳେ ଶାହା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବେ। ଏହା ପରେ କଟକ ଗସ୍ତ କରି ଓଡ଼ିଆ ବଜାରସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ପରେ ସେ କଟକ ଇନ୍‌ଡୋର ଷ୍ଟାଡିୟମଠାରେ ପ୍ରଜାତନ୍ତ୍ରର ୭୫ତମ ବାର୍ଷିକ ଉତ୍ସବ ‘ପ୍ରଜାତନ୍ତ୍ରର ଅମୃତ ଉତ୍ସବ’ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ। ପରେ ‘ମୋଦି @ ୨୦’ ପୁସ୍ତକର ବୁକ୍‌ ରିଡିଂ କାଯର୍‌ୟକ୍ରମରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୨୫% ସିଟ୍‌ରେ ମାଗଣା ନାମ ଲେଖାଯାଉନି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୦୯-ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ନିୟମାନୁସାରେ ରାଜ୍ୟରେ...

ଖଣ୍ଡଗିରି ଯାତ୍ରା: ନଗ୍ନନୃତ୍ୟ ବିରୋଧରେ ତେଜିଲା ସ୍ବର; ଥାନାରେ ଅଭିଯୋଗ କଲା ଓଡ଼ିଶା ନାରୀ ସଚେତନ ମଞ୍ଚ

ଭୁବନେଶ୍ୱର, ୯ା୨(ବ୍ୟୁରେ): ଖଣ୍ଡଗିରି ଯାତ୍ରାରେ ନଗ୍ନନୃତ୍ୟ ପ୍ରଦର୍ଶନକୁ ଓଡ଼ିଶା ନାରୀ ସଚେତନ ମଞ୍ଚ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ମଞ୍ଚ ସଭାପତି ଡଲି ରଥଙ୍କ ନେତୃତ୍ୱରେ...

୫ ହଜାର ବିଦ୍ୟାର୍ଥୀଙ୍କ ପାଇଁ ନାହାନ୍ତି ଆବଶ୍ୟକ ଶିକ୍ଷକ: ୯୦ ଅଧ୍ୟାପକ ପଦବୀରୁ ୫୫ ଖାଲି

ବ୍ରହ୍ମପୁର ଅଫିସ, ୧୧ା୯- ବ୍ରହ୍ମପୁର ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଏବେ ଗୁରୁତ୍ୱ ହରାଇବାକୁ ବସିଛି ା ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ନ ଥିବାରୁ ମହାବିଦ୍ୟାଳୟରେ ଶିକ୍ଷାଦାନ...

ଆଇଏଏସ୍‌ ଅଫିସରଙ୍କୁ ମେଡିକାଲ ଦାୟିତ୍ୱ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୦ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ...

ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ରେଳ ମନ୍ତ୍ରଣାଳୟ ସହ ଯୋଗାଯୋଗ କର

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା (କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ହେବ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ...

ଭଙ୍ଗାଗଲା ଶ୍ରୀଲିଙ୍ଗରାଜ ମାର୍କେଟ କମ୍ଲେକ୍ସ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପରେ ଶ୍ରୀ ଲିଙ୍ଗରାଜ ମାର୍କେଟ କମ୍ଲେକ୍ସକୁ ଶୁକ୍ରବାର ଭଙ୍ଗାଯାଇଛି। ପୂର୍ବାହ୍ନରେ ବିଡିଏ ଓ ବିଏମ୍‌ସିର ମିଳିତ ସ୍କ୍ବାର୍ଡ ଏବଂ ଏକ...

କରୋନା ପରିଚାଳନା ଲାଗି ୬ ଓଏଏସ୍‌ ଗଞ୍ଜାମ ପାଇଁ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ପରିଚାଳନା ଲାଗି ୨ ଆଇଏଏସ୍‌ଙ୍କ ସହ ୬ ଓଏଏସ୍‌ ଗଞ୍ଜାମ...

ମାଗଣାରେ ସବୁଜ ଆବର୍ଜନା ଉଠାଇବ ବିଏମ୍‌ସି

ଭୁବନେଶ୍ୱର, ୨୨।୮ (ବନ୍ଦନା ସେଠୀ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କଣ୍ଟ୍ରାକ୍ଟସ୍‌ କମିଟି ବୈଠକ ସୋମବାର ମେୟର ସୁଲୋଚନା ଦାସ ଓ କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ...

Advertisement
Archives

Model This Week