Posted inଜାତୀୟ

୨ ନାତୁଣୀଙ୍କ ସହ ଚେସ୍‌ ଖେଳିଲେ ଶାହା, ସୋସିଆଲ ମିଡିଆରେ ଭାଇରାଲ…

ନୂଆଦିଲ୍ଲୀ,୯।୧୨ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ପୁଣି ଦୁଇ ନାତୁଣୀଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଶାହା ଏହି ଫଟୋକୁ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଫଟୋରେ ଶାହା ଦୁଇ ନାତୁଣୀଙ୍କ ସହ ଚେସ ଖେଳୁଥିବା ନଜର ଆସିଛନ୍ତି। କ୍ୟାପସନରେ ଅମିତ ଶାହା ଲେଖିଛନ୍ତି, ଗୋଟିଏ ଭଲ ପଦକ୍ଷେପରେ ସନ୍ତୁଷ୍ଟ ହୁଅ ନାହିଁ, ସର୍ବଦା ଭଲ ଖୋଜ।

ପୂର୍ବରୁ ମଧ୍ୟ ଶାହା ତାଙ୍କ ନାତୁଣୀଙ୍କ ସହ ହ୍ବାଟସ ଆପରେ ଏକ ଫଟୋ ଶେୟାର କରିଥିଲେ। ବଗିଚାରେ ଏକ ଚେୟାରରେ ବସିଥିବା ନାତୁଣୀଙ୍କ ସହ ଏକ ଫଟୋ ପୋଷ୍ଟ କରି ଅମିତ ଶାହା ଏକ ପ୍ରେରଣାଦାୟକ କ୍ୟାପସନ ଲେଖିଛନ୍ତି। ଉଭୟ ନାତୁଣୀମାନେ ସେମାନଙ୍କ ଜେଜେବାପାଙ୍କୁ ବହୁତ ଭଲ ପାଆନ୍ତି।

ଅମିତ ଶାହା ଏବଂ ତାଙ୍କ ସ୍ତ୍ରୀ ସୋନାଲ ଶାହାଙ୍କର ପୁଅ ଜୟ ଶାହା। ଯିଏକି ବର୍ତ୍ତମାନ ବିସିସିଆଇର ସଚିବ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ….

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

କାଲି ବାହାରିବ ଭାଗ୍ୟଫଳ; ଆଜି ଦିଦିଙ୍କ ଆସନରେ ପୁଣି ହଙ୍ଗାମା, ଷ୍ଟ୍ରଙ୍ଗ ରୁମ ପାଖକୁ….

କୋଲକାତା,୩ା୫: ପଶ୍ଚିମବଙ୍ଗରେ ଭୋଟ ଗଣନା ପାଇଁ ୨୪ ଘଣ୍ଟାରୁ କମ୍ ସମୟ ବାକି ଥିବାବେଳେ, ରାଜ୍ୟରେ ପୁଣି ଥରେ ଅଶାନ୍ତି ଦେଖାଦେଇଛି । ଏଥର ମମତା ବାନାର୍ଜୀଙ୍କ…

ଭୁବନେଶ୍ବରରେ ବଡ଼ ଦୁର୍ଘଟଣା, ଆମ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ

ଭୁବନେଶ୍ବର,୩ା୫: ପୁଣି ଆମ ବସ୍ ନେଲା ଜୀବନ । ଆମ ବସ୍ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri