Posted inଜାତୀୟ

ଭର୍ଚୁଆଲ ରାଲିରେ ଗର୍ଜିଲେ ଶାହା

କୋଲକାତା, ୩୧।୧: ପଶ୍ଚିମବଙ୍ଗର ହାଓ୍ବାଡ଼ାରେ ରବିବାର ଭାଜପା ପକ୍ଷରୁ ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ଏହି ରାଲିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭର୍ଚୁଆଲ୍‌ ମାଧ୍ୟମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତାଙ୍କ ରାଜନୈତିକ ଦଳ ତୃଣମୂଳ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଆସନ୍ତା ବିଧାନସଭା ନିର୍ବାଚନରେ ରାଜ୍ୟରେ ତୃଣମୂଳ କ୍ଷମତାଚ୍ୟୁତ ହେବ ବୋଲି ଶାହା କହିଛନ୍ତି। ରାଜ୍ୟରେ ଭାଜପା ସରକାର ଗଠନ ହେଲେ ପ୍ରଥମେ ଏଠାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ସେହିପରି କୃଷକ ସମ୍ମାନ ନିଧି ଯୋଜନା ମଧ୍ୟ ପ୍ରଣୟନ କରାଯିବ ବୋଲି ଶାହା କହିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ବିସ୍ଫୋରଣ ପରେ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କରାଯାଇଥିଲା। ତେବେ ଆୟୋଜିତ ରାଲିରେ ସେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେବାକୁ ସ୍ବୀକୃତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ସବୁ ସମସ୍ୟାର ମୂଳ

ଲକ୍ଷ୍ନୌ,୭।୩(ଆଇଏଏନ୍‌ଏସ୍‌): ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ୍‌ ଜଣେ ସରକାରୀ ଡାକ୍ତରଙ୍କୁ ଆଗୁଆ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ପ୍ରତ୍ୟେକ ବ୍ୟବସ୍ଥାରେ ଦୁର୍ନୀତି ଉଇ ଭଳି,...

ଓଡ଼ିଶାରେ ଲାଗିବ ଆଉ ୨ ଡପଲର ରାଡାର

ନୂଆଦିଲ୍ଲୀ,୧୭ା୧: ଜଳବାୟୁ ପର୍ଯ୍ୟବେକ୍ଷଣ ସାମର୍ଥ୍ୟ ବଢ଼ାଇବା ଲାଗି ଓଡ଼ିଶାରେ ଖୁବ୍‌ଶୀଘ୍ର ଆଉ ୨ଟି ଡପଲର ରାଡାର ସ୍ଥାପନ କରାଯିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)...

ସିଏଏକୁ ସମର୍ଥନ କରିପାରେ ଶିବସେନା: ‘ସାମନା’ ଦେଲା ସଙ୍କେତ

ମୁମ୍ବାଇ,୨୫।୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ହୋଇଥିବା ବିବାଦ ସମସ୍ତଙ୍କୁ ଜଣା। କାହିଁକିନା ଭାଜପା ସହ ମତଭେଦ...

ଏଏପି ସରକାରଙ୍କ ବିରୋଧରେ ମିଥ୍ୟା ଅଭିଯୋଗ ଆଣୁଛି ଭାଜପା…

ନୂଆଦିଲ୍ଲୀ, ୨୧।୬ : ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମଙ୍ଗଳବାର ରାଜଧାନୀରେ ଶାସକ ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ବନ୍ଦ କରିବା...

ଅବସର ନେଲେ ସେନା ଉପମୁଖ୍ୟ ସି.ପି. ମହାନ୍ତି

ନୂଆଦିଲ୍ଲୀ,୧।୨: ଭାରତର ସେନା ଉପମୁଖ୍ୟ ଥିବା ଲ୍ୟୁଟ୍‌ନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତି ସୋମବାର ଅବସର ଗ୍ରହଣ କରିଛନ୍ତି। ସେ ଜାତୀୟ ଯୁଦ୍ଧ ସ୍ମାରକୀକୁ ଯାଇ...

ପୋଲିସ ଚାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲୁ, ନ୍ୟାୟ ନ ମିଳିଲେ ଉଠାଇବୁ ତଲୁଆର: କମଲେଶଙ୍କ ମା’

ଲକ୍ଷ୍ନୌ,୨୦।୧୦: ହିନ୍ଦୁବାଦୀ ନେତା କମଲେଶ ତିୱାରୀଙ୍କୁ ହତ୍ୟା ପରେ ତାଙ୍କ ପରିବାର ଲୋକ ରବିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ତିୱାରୀଙ୍କ ମା’, ସ୍ତ୍ରୀ...

ନୂଆ କଂଗ୍ରେସର ଅୟମାରମ୍ଭ

ରାୟପୁର , ୨୭ା୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ଛତିଶଗଡ଼ର ରାୟପୁରରେ ଚାଲିଥିବା ଏଆଇସିସିର ୮୫ତମ ମହାଧିବେଶନ ରବିବାର ଶେଷ ହୋଇଛି। ଏହି ଅଧିବେଶନ...

ଇଡବ୍ଲୁଏସ୍‌ ମାମଲାର ରାୟ ସଂରକ୍ଷିତ…

ନୂଆଦିଲ୍ଲୀ, ୨୭।୯ : ଆର୍ଥିକ ସ୍ଥିତିକୁ ଆଧାର କରି ଉଚ୍ଚଶିକ୍ଷା ତଥା ନିଯୁକ୍ତି ପ୍ରସଙ୍ଗରେ ଅଥନୈତିକ ଦୁର୍ବଳ ବର୍ଗ(ଇଡବ୍ଲୁଏସ୍‌)ଙ୍କ ପାଇଁ ସଂରକ୍ଷଣର ସାମ୍ବିଧାନିକ ବୈଧତା ସମ୍ବନ୍ଧୀୟ...

Advertisement
Archives

Model This Week