ଝିଅକୁ କଥା ଦେଇ ରଖିପାରି ନ ଥିଲେ ଶାହାରୁଖ, ପରେ ଶୁଣିଥିଲେ ଗାଳି

ବଲିଉଡର ବାଦ୍‌ଶାହା ଶାହାରୁଖ ଖାନ ଅନେକ ସମୟରେ ଚର୍ଚ୍ଚାକୁ ଆସିଥାନ୍ତି। ତେବେ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଦୂରରେ ରହିଥିବା ଶାହାରୁଖଙ୍କ ଝିଅ ସୁହାନା ବାପାଙ୍କୁ ନେଇ ଅନେକ ଯତ୍ନବାନ। ଶାହାରୁଖଙ୍କ ସିଗାରେଟ ପିଇବା ଅଭ୍ୟସ ପାଇଁ ସୁହାନା ତାଙ୍କୁ ଅନେକ ଥର ବାରଣ କରିଛନ୍ତି।
ଶାହାରୁଖ ତାଙ୍କ ଫିଲ୍ମ ରାଓ୍ବନର ପ୍ରମୋଶନ ବେଳେ ସିଗାରେଟ୍‌ ପିଇବାକୁ ନେଇ ସୁହାନା ବାପାଙ୍କୁ  ବୁଝାଇଥିଲେ। ପରେ ସେ ଏପରି ଆଗକୁ ନକରିବା ପାଇଁ ଝିଅକୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଏହାକୁ ସେ ପୂରା କରିପାରି ନଥିଲେ। ପରବର୍ତ୍ତୀ ଅବସ୍ଥାରେ ସେ ସିଗାରେଟ୍‌ ପିଇଥିବା ଜାଣି ଝିଅ ସୁହାନା ତାଙ୍କୁ ଅନେକ ଗାଳି କରିଥିଲେ।
ପରେ ଶାହରୁଖ କହିଥିଲେ ଯେ, ଏହା ଲଜ୍ଜାଜନକ ଆମେ ଫିଲ୍ମରେ ଧୂମପାନ ନ କରିବାକୁ ପରାମର୍ଶ ଦେଇଥାଉ। ମାତ୍ର ବାସ୍ତବ ଜୀବନରେ ଏହାକୁ ଅନୁସରଣ କରୁନାହୁଁ। ମୁଁ ପ୍ରକୃତରେ ଏହାକୁ ଛାଡିବାକୁ ଚାହୁଁଛି, କିନ୍ତୁ ଏହା କରି ପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?