ଜନ୍ମଦିନରେ ପ୍ରଶଂସକଙ୍କୁ ସରପ୍ରାଇଜ୍‌ ଦେଲେ ଶାହରୁଖ

ବଲିଉଡ୍‌ ଶାହାରୁଖ ଖାନ ଆଜି ୫୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଦିନରେ ସେ ପ୍ରଶଂସକଙ୍କୁ ଏକ ବଡ଼ ସରପ୍ରାଇଜ୍‌ ଦେଇଛନ୍ତି। ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ଶେଷରେ ଶାହାରୁଖଙ୍କ ଜନ୍ମଦିନରେ ‘ଜୱାନ’ ଓଟିଟିରେ ମୁକ୍ତିଲାଭ କରିଛି।
ଶାହାରୁଖ ଖାନଙ୍କ ‘ଜୱାନ’ର ଯାଦୁ ଦର୍ଶକଙ୍କୁ ପ୍ରଭାବିତ କରିଛି। ଏହି ଫିଲ୍ମ ଦେଶ ତଥା ବିଦେଶରେ ବିରାଟ ତରଙ୍ଗ ସୃଷ୍ଟି କରିଛି। ‘ଜୱାନ’ ୬୪୦ କୋଟିରୁ ଅଧିକ ରୋଜଗାର କରି ଭାରତରେ ଇତିହାସ ସୃଷ୍ଟି କରିଥିବାବେଳେ ଏହି ଫିଲ୍ମ ସାରା ବିଶ୍ୱରେ ୧୧୦୦ କୋଟିରୁ ଅଧିକ ଟଙ୍କା ସଂଗ୍ରହ କରିଛି। ଶାହାରୁଖ ଖାନଙ୍କ ଜନ୍ମଦିନର ବିଶେଷ ଉତ୍ସବରେ ପ୍ରଶଂସକମାନଙ୍କୁ ଉପହାର ଦେଇ ‘ଜୱାନ’ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ମୁକ୍ତିଲାଭ କରିଥିଲା। ଏହାର ଅର୍ଥ ହେଉଛି, ବର୍ତ୍ତମାନ ବର୍ଷର ସବୁଠାରୁ ବଡ ଚଳଚ୍ଚିତ୍ର ‘ଜୱାନ’ ଘରେ ବସି ଉପଭୋଗ କରିପାରିବେ।
‘ଜୱାନ’ ଅଟଲେଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଛି। ଏହି ଫିଲ୍ମରେ ନୟନତାରାଙ୍କ ସହ କିଙ୍ଗ ଖାନଙ୍କ ଅନ-ସ୍କ୍ରିନ କେମେଷ୍ଟ୍ରୀ ମଧ୍ୟ ବହୁତ ପସନ୍ଦ ଆସିଛି। ଫିଲ୍ମର ଅନ୍ୟ କଳାକାରମାନଙ୍କ ମଧ୍ୟରେ ବିଜୟ ସେଥୁପତି, ସାନ୍ୟା ମାଲହୋତ୍ରା, ସୁନୀଲ ଗ୍ରୋଭରଙ୍କ ସମେତ ଅନେକ କଳାକାର ଅଛନ୍ତି।

 

View this post on Instagram

 

A post shared by Netflix India (@netflix_in)


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri