ଏହି ୮ଟି ଫିଲ୍ମରେ ଡବଲ ରୋଲ୍‌ କରିଛନ୍ତି ଶାହାରୁଖ

ମୁମ୍ବାଇ: କିଙ୍ଗ୍‌ଖାନ ଶାହାରୁଖ ତାଙ୍କ ପ୍ରତିଭା ଏବଂ ବହୁ ପରିଶ୍ରମ ବଳରେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଏକ ବିଶେଷ ସ୍ଥାନ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ଶାହରୁଖଙ୍କ ସଦ୍ୟତମ ଫିଲ୍ମ ‘ଯବାନ’ ବହୁ ଚର୍ଚ୍ଚାରେ ରହିଛି।
ପ୍ରଶଂସକମାନେ ‘ଯବାନ’ ଦେଖିବା ପରେ ଏହି ଫିଲ୍ମରେ ଶାହାରୁଖଙ୍କ ଡବଲ ରୋଲ୍‌କୁ ପ୍ରଶଂସା ବି କରିଛନ୍ତି। ଖାଲି ଯବାନ ନୁହେଁ, ପୂର୍ବରୁ ଶାହାରୁଖ ୭ଟି ଫିଲ୍ମରେ ଡବଲ ରୋଲ କରିସାରିଛନ୍ତି। ଏହି ଫିଲ୍ମଗୁଡ଼ିକ ମଧ୍ୟରେ ଫ୍ୟାନ୍‌, ଓମ୍‌ ଶାନ୍ତି ଓମ୍‌, ରବ୍‌ ନେ ବନା ଦି ଯୋଡ଼ି, ଡନ୍‌, ପହେଲି, କରଣ ଅର୍ଜୁନ, ଡୁପ୍ଲିକେଟ୍‌, ଇଂଲିଶ ବାବୁ ଦେଶୀ ମେମ୍‌୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ) ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri