ଭୁବନେଶ୍ୱର,୧୫।୮: ଦେଶର ପ୍ରମୁଖ ଏଫ୍ଏମ୍ସିଜି କମ୍ପାନୀ ତଥା ଆଇଟିସି ବ୍ରାଣ୍ଡ୍ ସନ୍ ଫିଷ୍ଟ ବଲିଉଡ ଅଭିନେତା ଶାହରୁଖ ଖାନ୍ଙ୍କୁ ‘ଡାର୍କ ଫାଣ୍ଟାସି’ର ନ୍ୟୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତି ଦେଇଥିବା ଘୋଷଣା କରିଛି। ବିଶେଷ କରି କିଙ୍ଗ ଅଫ ଫାଣ୍ଟାସି ଶାହରୁଖ ଖାନ୍ଙ୍କୁ ନେଇ ବ୍ରାଣ୍ଡ୍ ଏକ ନୂତନ ଯାତ୍ରା ଆରମ୍ଭ କରିବାକୁ ଯାଉଛି। ଏପରିକି ସନଫିଷ୍ଟ ତା’ର ଗ୍ରାହକମାନଙ୍କ ସହିତ ନିବିଡ ସମ୍ପର୍କ ସ୍ଥାପନ କରିବା ଲକ୍ଷ୍ୟରେ ‘ସନଫିଷ୍ଟ ଡାର୍କ ଫାଣ୍ଟାସି ‘ପ୍ରତ୍ୟେକ ହୃଦୟର କଳ୍ପନା’ ନାମରେ ନିଜର ନବୀକୃତ ବ୍ରାଣ୍ଡ୍ ପରିଚିତି ପ୍ରଚଳନ କରିଛି। ସେହିଭଳି ‘କିଙ୍ଗ ଅଫ ବିସ୍କୁଟ୍ସ’ ଶକ୍ତି ସହିତ ‘କିଙ୍ଗ ଅଫ ବଲିଉଡ’ ଯୋଗ ଦେଉ ଥିବାରୁ ବିଜ୍ଞାପନ ଏବଂ ବ୍ରାଣ୍ଡିଂ କ୍ଷେତ୍ରରେ ସେମାନଙ୍କର ଏହି ସହଯୋଗିତା ଏକ ନୂତନ ଯୁଗ ଆରମ୍ଭ ନିମନ୍ତେ ମଞ୍ଚ ପ୍ରସ୍ତୁତ କରିଛି। ସନଫିଷ୍ଟର ଡାର୍କ ଫାଣ୍ଟାସି- ‘ପ୍ରତ୍ୟେକ ହୃଦୟର କଳ୍ପନା’ ଯାତ୍ରାରେ ଅଗ୍ରସର ହେଉଥିବା ବେଳେ ଏହା ଉପଭୋକ୍ତାମାନଙ୍କୁ ଶାହରୁଖ ଖାନଙ୍କ ଆକର୍ଷଣ ଏବଂ ବ୍ରାଣ୍ଡ୍ ବିସ୍କୁଟର ମନମୁଗ୍ଧକର ସ୍ବାଦର ମାର୍ଗଦର୍ଶନରେ ଏକ ଅନନ୍ୟ ଦୁଃସାହସିକ ଯାତ୍ରାରେ ଭାଗ ନେବାକୁ ଆମନ୍ତ୍ରଣ କରୁଛି।
ଏ ସମ୍ପର୍କରେ ଆଇଟିସି ଫୁଡସର ଚିଫ ଅପରେଟିଂ ଅଫିସର (ବିସ୍କୁଟସ ଆଣ୍ଡ କେକସ କ୍ଲଷ୍ଟର) ଅଲି ହ୍ୟାରିସ ଶେରେ କହିଛନ୍ତି, ସନଫିଷ୍ଟ ଫାଣ୍ଟାସିର ଚେହେରା ଭାବେ ବଲିଉଡ କିଙ୍ଗ ଶାହରୁଖ ଖାନ୍ଙ୍କୁ ପାଇ ଆମେ ବେଶ ଉତ୍ସାହିତ ଅଛୁ।
ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ
କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…
ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା
ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…
Archives

