ବଲିଉଡରେ ବୟକଟ୍‌ ଟ୍ରେଣ୍ଡ୍‌: ଏବେ ଟାର୍ଗେଟ୍‌ରେ ସଲମାନ,ଶାହାରୁଖଙ୍କ ଫିଲ୍ମ

ବଲିଉଡରେ ଏବେ ବୟକଟ୍‌ ଟ୍ରେଣ୍ଡ୍‌ ଚାଲୁଛି। ନିକଟରେ ଆମିର ଖାନ୍‌ଙ୍କ ଫିଲ୍ମ ‘ଲାଲ୍‌ ସିଂ ଚଢା’କୁ ନେଇ ସୋସିଆଲ ମିଡିଆରେ ବୟକଟ୍‌ ଟ୍ରେଣ୍ଡ୍‌ ହେଉଥିଲା। ବର୍ତ୍ତମାନ ଶାହରୁଖ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଟାଇଗର-୩ ବିବାଦ ଘେରକୁ ଆସିଛି। ଯାହାକୁ ନେଇ ବୟକଟ୍‌ ଦାବି ହେଉଛି। #ବୟକଟ୍‌ଟାଇଗର-୩ ବର୍ତ୍ତମାନ ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛି। ତେବେ ଫିଲ୍ମକୁ ବିରୋଧ କରି କିଛି ୟୁଜର୍ସ କମେଣ୍ଟ କରିଛନ୍ତି। କେବଳ ସେତିକି ନୁହେଁ ସଲମାନଙ୍କ ପୁରୁଣା ପୋଷ୍ଟକୁ ନେଇ ମଧ୍ୟ ତାଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ସେହିପରି ଶାହାରୁଖ ଖାନ୍‌ଙ୍କ ଅପକମିଙ୍ଗ୍‌ ଫିଲ୍ମ‘ପଠାନ୍‌’କୁ ନେଇ ମଧ୍ୟ ସୋସିଆଲ ମିଡିଆରେ #ବୟକଟ୍‌ପଠାନ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

ଭାରତକୁ କୂଟନୈତିକ ଝଟକା ଦେଲା ପାକିସ୍ତାନ, ବ୍ୟାନ କଲେ ସବୁ ମିତ୍ର ରାଷ୍ଟ୍ର

ନୂଆଦିଲ୍ଲୀ,୧୨।୧୨: ବଲିଉଡ ଅଭିନେତା ରଣବୀର ସିଂଙ୍କ ନୂଆ ସ୍ପାଏ ଥ୍ରୀଲର ଚଳଚ୍ଚିତ୍ର ‘ଧୁରନ୍ଧର’ ଭାରତରେ ବକ୍ସ ଅଫିସରେ ସଫଳତା ପାଇଥିଲେ ମଧ୍ୟ ମଧ୍ୟ-ପ୍ରାଚ୍ୟ ବଜାରରେ ଏହାକୁ...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri