ବଲିଉଡ୍‌ର ସବୁଠାରୁ ମହଙ୍ଗା ବଡିଗାର୍ଡ ରଖିଛନ୍ତି ଏହି ଅଭିନେତା; ବର୍ଷକୁ ଦରମା ଦିଅନ୍ତି…

ବମ୍ବେ: କିଙ୍ଗ ଖାନ୍‌ ଶାହାରୁଖ୍‌ ଯେଉଁଠିକୁ ବି ଯାଆନ୍ତି ତାଙ୍କୁ ପ୍ରଶଂସକମାନେ ଘେରି ଯାଇଥାନ୍ତି। ଏଣୁ ତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସେ ଜଣେ ବଡିଗାର୍ଡ ରଖିଛନ୍ତି। ତାଙ୍କ ନାମ ହେଉଛି ରବି ସିଂହ। ଛାଇ ଭଳି ରବି ଶାହାରୁଖଙ୍କ ଆଗରେ ନଚେତ ପଛରେ ଚାଲିଥାନ୍ତି। ଦୀର୍ଘ ନଅ ବର୍ଷ ଧରି ସେ ଅଭିନେତାଙ୍କ ସହ ଅଛନ୍ତି। ତାଙ୍କୁ ବଲିଉଡ୍‌ର ସବୁଠାରୁ ମହଙ୍ଗା ବଡିଗାର୍ଡ ବୋଲି କୁହାଯାଏ। କାରଣ ସେ ଶାହାରୁଖଙ୍କଠାରୁ ପ୍ରତିବର୍ଷ ୨.୭ କୋଟି ଟଙ୍କା ଦରମା ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?