ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ପାଇଁ କୋଟି କୋଟି ଟଙ୍କା ନିଅନ୍ତି ଶାହାରୁଖ

ମୁମ୍ବାଇ: ଶାହାରୁଖ ଖାଁ ବଲିଉଡର ଜଣେ ଆଗଧାଡିର କଳାକାରଙ୍କ ମଧ୍ୟରୁ ଅନ୍ୟତମ । ବଲିଉଡର ଏହି ବାଦଶାହାଙ୍କୁ ୨୦୧୮ ପରଠାରୁ ଆଉ ସିଲଭର ସ୍କ୍ରିନରେ ଦେଖିବାକୁ ମିଳିନାହିଁ ସତ । ହେଲେ ତାଙ୍କର ପପୁଲାରିଟି ବର୍ଷକୁ ବର୍ଷ ବଢିବାରେ ଲାଗିଛି । ଶେଷଥର ପାଇଁ ଫିଲ୍ମ ‘ଜିରୋ’ରେ ସେ ନଜର ଆସିଥିଲେ । ହେଲେ ଶାହାରୁଖ ସୋସିଆଲ ମିଡିଆରେ ଖୁବ୍ ପପୁଲାର । ଇନଷ୍ଟାଗ୍ରାମରେ ତାଙ୍କର ୨୨.୪ ମିଲିୟନ ଫଲୋୟର୍ସ ରହିଛନ୍ତି । ଏହିଠାରେ ହିଁ ସେ ପର୍ସନାଲ ଲାଇଫ୍‌, ମୁଭି, ଟ୍ରାଭେଲ ଆଦି ସମ୍ପର୍କିତ ପୋଷ୍ଟ କରିଥାଆନ୍ତି । ଏହା ବ୍ୟତିତ ଶାହାରୁଖ ଏହି ପ୍ଲାଟଫର୍ମକୁ ବ୍ରାଣ୍ଡ ପ୍ରମୋସନ ପାଇଁ ବ୍ୟବହାର କରିଥାଆନ୍ତି । ଶାହାରୁଖ କିଛି ବଡ ବଡ କମ୍ପାନୀର ବ୍ରାଣ୍ଡ ଆମ୍ବାସଡର ରହିଥିବା ବେଳେ ଇନଷ୍ଟାଗ୍ରାମରେ ଏହାର ପୋଷ୍ଟ ପାଇଁ ସେ ମୋଟା ଅଙ୍କ ଚାର୍ଜ କରିଥାଆନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ଗୋଟିଏ ପେଡ ଇନଷ୍ଟାଗ୍ରାମ ପୋଷ୍ଟ ପାଇଁ ଶାହାରୁଖ ୮୦ ଲକ୍ଷରୁ ୧ କୋଟି ପର୍ଯ୍ୟନ୍ତ ଚାର୍ଜ କରିଥାଆନ୍ତି । ସେ ଏହି ମାମଲାରେ ହାଇଏଷ୍ଟ ପେଡ ଆକ୍ଟର ତ ନୁହେଁ ହେଲେ ହାଇଏଷ୍ଟ ପେଡ ଇନଫ୍ଲୁଏନସର୍ସ ସିଲିବ୍ରିଟି ଲିଷ୍ଟରେ କେବଳ ବିରାଟ କୋହଲି ଓ ଅନୁଷ୍କା ଶର୍ମାଙ୍କ ପଛକୁ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri