ଶାହାରୁଖ ଖାନ୍‌ ପ୍ରଥମଥର ପାଇଁ ଆରବପତି କ୍ଲବରେ ସାମିଲ, ବଲିଉଡ୍‌ର ସବୁଠାରୁ ଧନୀ ଅଭିନେତା

ମୁମ୍ବାଇ,୧।୧୦: ବଲିଉଡ୍‌ର ‘ବାଦଶାହ’ ଶାହାରୁଖ ଖାନ୍‌ (୫୯) ପ୍ରଥମ ଥର ପାଇଁ ଆରବପତି କ୍ଲବରେ ସାମିଲ ହୋଇଛନ୍ତି। ୨୦୨୫ ହୁରୁନ୍‌ ଇଣ୍ଡିଆ ରିଚ୍‌ ଲିଷ୍ଟ୍‌ରେ ସେ ୧୨,୪୯୦ କୋଟି ଟଙ୍କାର ସମ୍ପତ୍ତି ସହ ବଲିଉଡ୍‌ର ସବୁଠାରୁ ଧନୀ ଅଭିନେତା ଭାବେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ୨୦୨୪ରେ ସେ ୭,୩୦୦ କୋଟି ଟଙ୍କା ସହ ଏହି ତାଲିକାରେ ପ୍ରଥମ ଥର ପାଇଁ ସ୍ଥାନ ପାଇଥିଲେ।

ତାଲିକାରେ ଜୁହୀ ଚାୱଲା ଓ ତାଙ୍କ ପରିବାର ୭,୭୯୦ କୋଟି ଟଙ୍କା ସହ ଦ୍ୱିତୀୟ, ହ୍ରୀତିକ ରୋଶନ ୨,୧୬୦ କୋଟି ଟଙ୍କା ସହ ତୃତୀୟ ସ୍ଥାନରେ ରହିଛନ୍ତି। ଶାହାରୁଖ ରେଡ୍‌ ଚିଲିଜ୍‌ ଏଣ୍ଟରଟେନମେଣ୍ଟ ଓ ଆଇପିଏଲ୍‌ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସର ସହ-ମାଲିକ ଅଟନ୍ତି। ତାଙ୍କର ଏକ୍ସରେ ୪୩.୯ ନିୟୁତ ଓ ଇନଷ୍ଟାଗ୍ରାମରେ ୪୮.୬ ନିୟୁତ ଫଲୋଅର୍ସ ଅଛନ୍ତି।

୨୦୨୩ରେ ମୁକ୍ତିଲାଭ କରିଥିବା ‘ଜଓ୍ଵାନ’ ଚଳଚ୍ଚିତ୍ର ବକ୍ସ ଅଫିସରେ ୧,୦୦୦ କୋଟି ଟଙ୍କା ଆୟ କରି ଇତିହାସ ରଚିଥିଲା। ଏହି ଚଳଚ୍ଚିତ୍ର ପାଇଁ ଶାହାରୁଖ ପ୍ରଥମ ଥର ପାଇଁ ଜାତୀୟ ପୁରସ୍କାର ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ ମୋତେ…

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri