ଶାହାରୁଖଙ୍କ ଫିଲ୍ମକୁ କରାଯାଉଛି ବୟକଟ, ଟ୍ରେଣ୍ଡ ହେଉଛି ‘ହାସ ବୟକଟ ପଠାନ’

ମୁମ୍ବାଇ: ବଲିଉଡ ଫିଲ୍ମକୁ ବୟକଟ କରିବାର ଟ୍ରେଣ୍ଡ ବଢିବାରେ ଲାଗିଛି । ନିକଟରେ ଆମିର ଖାଁଙ୍କ ଫିଲ୍ମ ‘ଲାଲ ସିଂ ଚଢା’ ଓ ଅକ୍ଷୟ କୁମାରଙ୍କ ଫିଲ୍ମ ‘ରକ୍ଷାବନ୍ଧନ’କୁ ବୟକଟ କରାଯିବା ପରେ ଏବେ ଶାହାରୁଖ ଖାଁଙ୍କ ଫିଲ୍ମ ‘ପଠାନ’କୁ ବୟକଟ କରୁଛନ୍ତି ଦର୍ଶକେ । ଟୁଇଟରରେ ‘ହାସ ବୟକଟ ପଠାନ’ ଟ୍ରେଣ୍ଡ କରୁଛି । ହଁ ସୋସିଆଲ ମିଡିଆରେ ସୁପରଷ୍ଟାର ଶାହାରୁଖଙ୍କ ଫିଲ୍ମ ‘ପଠାନ’କୁ ବୟକଟ କରିବାକୁ ଟ୍ରେଣ୍ଡ ଆରମ୍ଭ ହୋଇଯାଇଛି । ଏହାଦ୍ୱାରା ଶାହାରୁଖଙ୍କ କମବ୍ୟାକ ଫିଲ୍ମ ରିଲିଜ୍ ପୂର୍ବରୁ ହିଁ ଅଡୁଆରେ ପଡିଗଲାଣି ।
ଦର୍ଶକେ ଶାହାରୁଖଙ୍କ ଫିଲ୍ମକୁ କାହିଁକି ବୟକଟ କରୁଛନ୍ତି ତାହାର କିଛି ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ହେଲେ କେତେଜଣ ୟୁଜର୍ସ ଏହାକୁ ଦୀପିକା ପାଦୁକୋନଙ୍କ ଜେଏନ୍‌ୟୁ ଭିଜିଟ ସହ ଯୋଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri