ଏହି ଅଭିନେତ୍ରୀଙ୍କ ପାଇଁ ସଲମାନଙ୍କ ସହ ଝଗଡ଼ା କରିଥିଲେ ଶାହରୁଖ

ବଲିଉଡ ଇଣ୍ଡଷ୍ଟ୍ରିରେ କିଙ୍ଗ ଖାନ ନାମରେ ଜଣାଶୁଣା ଶାହରୁଖ ଖାନ ସର୍ବଦା ବିବାଦ ଘେରରେ ରହିଥାନ୍ତି। ତେବେଶାହରୁଖଙ୍କ ସଲମାନଙ୍କ ସହ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା। ଏକ ସମୟ ଥିଲା ଯେତେବେଳେ ଉଭୟଙ୍କୁ ପରସ୍ପରର ଭାଇ କୁହାଯାଉଥିଲା। କିନ୍ତୁ ପରେ ସେମାନଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ୨୦୦୮ ରେ କ୍ୟାଟ୍ରିନାଙ୍କ ଜନ୍ମଦିନ ପାର୍ଟିରେ ଶାହରୁଖ ସଲମାନ ଖାନଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଐଶ୍ୱର୍ଯ୍ୟା ରାୟଙ୍କ ଉପରେ ମନ୍ତବ୍ୟ ଦେଇଥିଲେ, ଯେଉଁ କାରଣରୁ ଦୁହେଁ ମୁହାଁମୁହିଁ ହୋଇଥିଲେ।

Share