ଜନ୍ ଆବ୍ରହମଙ୍କୁ କିସ୍ କଲେ ଶାହାରୁଖ

ମୁମ୍ବାଇ: ଶାହାରୁଖ ଖାଁ , ଦୀପିକା ପାଦୁକୋନ ଓ ଜନ ଆବ୍ରାହମ ଷ୍ଟାରର ମୁଭି ‘ପଠାନ’ ଏବେ ବକ୍ସ ଅଫିସରେ କମାଲ କରିଛି । ଫିଲ୍ମକୁ ଦର୍ଶକଙ୍କ ଭରପୁର ଭଲପାଇବା ମିଳୁଛି । ଏହି ସଫଳତାକୁ ନେଇ ଏକ ପ୍ରେସ କନଫରେନ୍ସର ଆୟୋଜନ କରାଯାଇଥିଲା । ଯେଉଁଥିରେ ଫିଲ୍ମର ସମ୍ପୂର୍ଣ୍ଣ ଷ୍ଟାରକାଷ୍ଟ ନଜର ଆସିଥିଲେ । ଏହି ସମୟରେ କିଙ୍ଗ ଖାଁ ଶାହାରୁଖ ଭରି ମେହେଫିଲରେ ଜନ୍ ଆବ୍ରାହମଙ୍କୁ କିସ୍ କରି ସରପ୍ରାଇଜ୍ ଦେଇଥିଲେ ।
ଶାହାରୁଖ ଯେତେବେଳେ ନିଜ ସିଟରୁ ଉଠିଯାଇ ଜନଙ୍କୁ କିସ୍ କରିଥିଲେ ସେତେବେଳେ ଏକ୍ସାଇଟେଡ ଥିବା ଅଡିଅନ୍ସ ଓ ଫ୍ୟାନ୍ସ ପୁଣିଥରେ କିସ୍ କରିବାକୁ ଶାହାରୁଖଙ୍କ କହିଥିଲେ । ହେଲେ ଅଭିନେତା ମଜାକରେ କହିଥିଲେ, ମୁଁ ପ୍ୟାରରେ ପବ୍ଲିକ ଡିସପ୍ଲେରେ ବିଶ୍ୱାସ କରେ ନାହିଁ । ଇମେଣ୍ଟରେ ଜନ ନିଜ ଜିମର ଅଭିନୟକୁ ନେଇ ଏକ୍ସପିରିଏନ୍ସ ଶେୟାର କରୁଥିଲେ । ସେ କହୁଥିଲେ ଜିମ କୁଲ ହୈ.. ଏହି ସମୟରେ ଶାହାରୁଖ ଉଠିଯାଇ ଜନଙ୍କୁ କିସ୍ କରିଥିଲେ । ଏହାପରେ ଅଡିଅନ୍ସ ଦୀପିକା-ଦୀପିକା-ଦୀପିକା ଚିଲାଇଥିଲେ । ହେଲେ ଶାହାରୁଖ କହିଥିଲେ ମୁଁ ଦୀପିକାଙ୍କୁ ଅନେକ ଥର କିସ୍ କରିଛି ହେଲେ ଜନଙ୍କ ସହ ଏହା ପ୍ରଥମଥର ହେଲା, ଏହା ଖୁବ୍ ଭିନ୍ନ ଥିଲା । ଏହାପରେ ଜନ୍ କହିଥିଲେ, ଏତେ ଭଲପାଇବା, ପ୍ରଥମଥର, ମୋତେ ଲାଗୁଛି ମୁଁ ଲାଜେଇ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri