Posted inଜାତୀୟ

ମୋ ଘରକୁ କେହି ଆସନି

ମୁମ୍ବାଇ,୫।୧୦: ଡ୍ରଗ୍ସ ପାର୍ଟି ମାମଲାରେ ୨୩ ବର୍ଷୀୟ ଆର୍ୟନ ଖାନ ଗିରଫ ହେବା ପରଠାରୁ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ଘର ‘ମନତ’କୁ ଛୁଟିଛି ଫିଲ୍ମ ଇଣ୍ଟଷ୍ଟ୍ରି ସହ ଜଡ଼ିତ କଳାକାରଙ୍କ ସୁଅ। କିନ୍ତୁ ବଲିଉଡ୍‌ର ବନ୍ଧୁମାନଙ୍କୁ ଘରକୁ ଆସିବାକୁ ମନା କରି ଦେଇଛନ୍ତି ଶାହରୁଖ। ଘଟଣାଟି ଅତ୍ୟନ୍ତ ସମ୍ବେଦନଶୀଳ ଥିବାରୁ ବଲିଉଡ୍‌ର ସହ କଳାକାରଙ୍କୁ ମନତକୁ ନ ଆସିବା ପାଇଁ ଶାହରୁଖ ଓ ତାଙ୍କ ଟିମ୍‌ ଅନୁରୋଧ କରିଛନ୍ତି।

ଏଭଳି କଠିନ ସମୟରେ ତାଙ୍କ ସହ ଛିଡ଼ା ହେବା ପାଇଁ ଅନେକ ଷ୍ଟାର ଆଗଭରା ହେଉଛନ୍ତି। ଆର୍ୟନ ଗିରଫ ହେବା ପରେ ପ୍ରଥମେ ମନତରେ ପହଞ୍ଚିଥିଲେ ସଲମାନ ଖାନ। ତାଙ୍କ ପରେ ଅଲଭିରା ଖାନ, ସିମା ଖାନ, ମହଦୀପ କାପୁର, ନୀଲମ କୋଠାରୀଙ୍କ ଭଳି ବଲିଉଡ୍‌ର ଅନେକ ଷ୍ଟାର ଶାହରୁଖଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri